Posted inଜାତୀୟ

ଲୋକସଭା ନିର୍ବାଚନରେ ୬ ଆସନ-ଗୋଟିଏ ରାଜ୍ୟସଭା ଆସନ ଦେଲେ ଏନଡିଏ ବୈଠକରେ ସାମିଲ ହେବି: ଚିରାଗ ପାସୱାନ…

ପାଟନା,୧୭।୭ : ଯଦିଓ ଜୁଲାଇ ୧୮ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏନଡିଏ ବୈଠକରେ ଯୋଗଦେବାକୁ ଚିରାଗ ପାସୱାନଙ୍କ ଲୋକ ଜନତା ପାର୍ଟି (ରାମ ଭିଲାସ) ନିମନ୍ତ୍ରଣ ପାଇଛି। ତଥାପି ଚିରାଗ ପାସୱାନ ଏହି ବୈଠକରେ ଯୋଗଦେବା ପାଇଁ ଭାଜପା ସମ୍ମୁଖରେ କିଛି ସର୍ତ୍ତ ରଖିଛନ୍ତି। ଏନଡିଏ ବୈଠକରେ ଯୋଗଦେବା ପୂର୍ବରୁ ଚିରାଗ ପାସୱାନ ଭାରତୀୟ ଜନତା ପାର୍ଟି ସମ୍ମୁଖରେ ଦାବି କରିଛନ୍ତି ତାଙ୍କ ଦଳକୁ ଲୋକସଭା ନିର୍ବାଚନରେ ୬ଟି ଆସନ ଏବଂ ଗୋଟିଏ ରାଜ୍ୟସଭା ଆସନ ଦେବାର ନିର୍ଭର ପ୍ରତିଶ୍ରୁତି ମିଳିବା ପରେ ସେ ଏନଡିଏରେ ଯୋଗଦେବେ।

ସୂଚନାନୁସାରେ, ଚିରାଗ ପାସୱାନ କହିଛନ୍ତି ଏଲଜେପିରେ ବିଭାଜନ ପୂର୍ବରୁ ଦଳ ୨୦୧୯ ଲୋକସଭା ନିର୍ବାଚନରେ ୬ଟି ଆସନ ପାଇଥିଲା ଏବଂ ସମସ୍ତ ଆସନ ଜିତିଥିଲା। ସେଥିପାଇଁ ଚିରାଗ ପାସୱାନ ସମସ୍ତ ୬ ଟି ଲୋକସଭା ଆସନରେ ଦାବି କରିଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ୨୦୨୧ ମସିହାରେଏଲେଜେପି ବିଭାଜିତ ହୋଇଥିଲା ଏବଂ ସେତେବେଳେ ଚିରାଗ ପାସୱାନଙ୍କ ଚାଚା ପଶୁପତି ପରାସଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ଲୋକକଳା ପାର୍ଟି ଗଠନ କରାଯାଇଥିଲା, ଯାହା ସେହି ସମୟରେ ଏନଡିଏରେ ଯୋଗ ଦେଇଥିଲା ଏବଂ ପରେ ପଶୁପତି କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ। ଅନ୍ୟପକ୍ଷରେ, ଚିରାଗ ପାସୱାନଙ୍କ ନେତୃତ୍ୱରେ ଲୋକ ଜନଶକ୍ତି ପାର୍ଟି (ରାମ ବିଲାସ) ଗଠନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri