କ୍ୱାରସମ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍‌ (କୁଇକ୍‌ ରିଆକସନ୍‌ ସର୍ଫେସ୍‌-ଟୁ-ଏୟାର ମିଜାଇଲ୍‌)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି ପରୀକ୍ଷଣ କରାଯାଇଛି। ଏହୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର। ଏହା ଭୂପୃଷ୍ଠରୁ ଆକାଶକୁ କ୍ଷେପଣ କରାଯାଇପାରିବ। ପୂର୍ବରୁ ୨୦୧୬ ଫେବୃୟାରୀ ୨୬ ଏବଂ ୨୦୧୭ ଜୁନ୍‌ ୪ରେ ଏହାର ସଫଳ ପରୀକ୍ଷଣ ହୋଇଥିଲା। ତୃତୀୟ ଥର ପାଇଁ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଥିବା ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri