ନୂଆଦିଲ୍ଲୀ,୧୯।୭: ଡିଏସ୍ପି ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ଏହାର ୩ଟି ଓପନ ଏଣ୍ଡେଡ ଏକ୍ସଚେଞ୍ଜ ଟ୍ରେଡେଡ ଫଣ୍ଡ (ଇଟିଏଫ୍) ଯଥା ଡିଏସ୍ପି ଏସ୍ ଆଣ୍ଡ ପି ବିଏସଇ ସେନସେକ୍ସ ଇଟିଏଫ, ଡିଏସପି ନିଫଟି ପ୍ରାଇଭେଟ ବ୍ୟାଙ୍କ ଇଟିଏଫ ଏବଂ ଡିଏସପି ନିଫଟି ପିଏସୟୁ ବ୍ୟାଙ୍କ ଇଟିଏଫର ଶୁଭାରମ୍ଭ କରାଯାଇଛି। ଏ ସମ୍ପର୍କରେ ଡିଏସପି ମ୍ୟୁଚୁଆଲ ଫଣ୍ଡର ସିଏଫଏ ହେଡ-ପାସିଭ ଇନଭେଷ୍ଟମେଣ୍ଟ ଆଣ୍ଡ ପ୍ରଡକ୍ଟସ ଅନିଲ ଘେଲାନି କହିଛନ୍ତି, ଇଟିଏଫ ବର୍ଗରେ ଆମର ଅଫରଗୁଡିକ ନିବେଶକଙ୍କୁ ସେମାନଙ୍କର ଆର୍ଥିକ ଲକ୍ଷ୍ୟ ହାସଲ, ଘରୋଇ କ୍ଷେତ୍ର ବ୍ୟାଙ୍କସମୂହର ସଂରଚନାଗତ ଅଭିବୃଦ୍ଧି ଧାରାର ସୁଯୋଗ ନେବା ଅଥବା ସେମାନଙ୍କର ଆର୍ଥିକ ଯୋଜନା ଏବଂ ଆପଦ ସହନଶୀଳତା ସ୍ତର ଆଧାରରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କସମୂହର ପୁନଃ ରେଟିଂରୁ ଫାଇଦା ଉଠାଇବ ବୋଲି ଅନିଲ ଘେଲାନି ମତପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


