Posted inଜାତୀୟ

ବିରୋଧୀ ମେଣ୍ଟର ନାମ ‘ଇଣ୍ଡିଆ’ ରଖିବାକୁ ନେଇ ମାମଲା ରୁଜୁ

ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ନାମ ‘ଇଣ୍ଡିଆ’ ରଖିବାକୁ ନେଇ ଦିଲ୍ଲୀର ବାରଖମ୍ବା ପୋଲିସ ଷ୍ଟେଶନରେ ମାମଲା ରୁଜୁ ହୋଇଛି। ଅବନୀଶ ମିଶ୍ର ନାମକ ଜଣେ ବ୍ୟକ୍ତି ବିରୋଧୀ ମେଣ୍ଟର ୨୬ଟି ରାଜନୈତିକ ଦଳ ବିରୋଧରେ ଅଭିଯୋଗ ଆଣିଛନ୍ତି। ରାଜନୈତିକ ଲାଭ ପାଇଁ ‘ଇଣ୍ଡିଆ’ ବ୍ୟବହାର କରାଯାଇପାରିବ ନାହିଁ ବୋଲି କୁହାଯାଇଛି। ଅବନୀଶ ମିଶ୍ର ତାଙ୍କ ଅଭିଯୋଗରେ କହିଛନ୍ତି ଯେ, ବ୍ୟକ୍ତିଗତ ଲାଭ ପାଇଁ ‘ଇଣ୍ଡିଆ’ ନାମ ରଖାଯାଇଛି, ଏହା ଆମର ଭାବନାକୁ ଆଘାତ ଦେଇଛି।
ସୂଚନାଯୋଗ୍ୟ, ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଟକ୍କର ଦେବାକୁ ବିରୋଧୀ ‘ଇଣ୍ଡିଆନ୍‌ ନ୍ୟାଶନାଲ୍‌ ଡେଭେଲପ୍‌ମେଣ୍ଟାଲ୍‌ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ(ଇଣ୍ଡିଆ) ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri