ଇସଲାମାବାଦ୍,୧୯।୭: ପ୍ରବଳ ବର୍ଷା ଯୋଗୁ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ବୁଧବାର କାନ୍ଥ ଭୁଶୁଡ଼ି ୧୧ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। କୋଠାଟି ପେଶୱାର ରୋଡ ଅଞ୍ଚଳରେ ଅବସ୍ଥିତ ଥିଲା। ଶ୍ରମିକମାନେ ଏଠାରେ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ। ସ୍ଥାନୀୟ ପୋଲିସ ଅଧୀକ୍ଷକ (ଏସପି) ଖାନ ଜେବଙ୍କ ସୂଚନାନୁସାରେ, କୋଠା ତଳୁ ୧୧ଟି ମୃତଦେହ ଉଦ୍ଧାର କରାଯାଇଛି। ଆହତ ହୋଇଥିବା ୬ ଜଣଙ୍କୁ ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଦୁଃଖ ପ୍ରକାଶ କରିଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ
ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...
ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...
PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...
IPL 2026 ପୂର୍ବରୁ CSKକୁ ବଡ଼ ଝଟକା!
ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...
ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…
ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...
୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...
ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ
ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...
Archives


