ବିମାନରେ ଗଞ୍ଜେଇ: ସୁପର ମଡେଲ ଗିରଫ

ଲଣ୍ଡନ,୨୦।୭: ଗଞ୍ଜେଇ ଧରି ବନ୍ଧୁଙ୍କ ସହ ବିମାନ ଯାତ୍ରା କରୁଥିବା ଆମେରିକୀୟ ସୁପର ମଡେଲ ଗିଗି ହାଡିଡ୍‌ ଗିରଫ ହୋଇଛନ୍ତି। ଗିଗି କେମାନ୍‌ ଆଇଲାଣ୍ଡରେ ଛୁଟି କଟାଇବାକୁ ଯାଇଥିଲେ। ଭାକେଶନ୍‌ରୁ ପ୍ରାଇଭେଟ୍‌ ଜେଟ୍‌ରେ ଜୁଲାଇ ୧୦ରେ ଫେରିବାବେଳେ ଓଓ୍ବେନ୍‌ ରୋବୋର୍ଟସ୍‌ ଇଣ୍ଟରନ୍ୟାଶନାଲ ବିମାନବନ୍ଦରରେ ସେ ଧରାପଡ଼ିଛନ୍ତି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ କଷ୍ଟମ୍‌ ପୋଲିସ ଦୁହିଁଙ୍କୁ ଗିରଫକରି ଡିଟେନ୍‌ଶନ ସେଣ୍ଟର ପଠାଇବା ପରେ ଜାମିନ୍‌ରେ ମୁକୁଳି ଯାଇଥିବା କୁହାଯାଉଛି। ମାମଲା ସଂକ୍ରାନ୍ତରେ ଗତ ୧୨ ତାରିଖରେ ଗିଗି ଓ ମାକ୍‌କର୍ଥି କୋର୍ଟରେ ଦୋଷୀ ପ୍ରମାଣିତ ହୋଇଛନ୍ତି। ଦଣ୍ଡାଦେଶ ଶୁଣାଣି କରାଯାଇ ନ ଥିବାବେଳେ ଦୁହିଁଙ୍କୁ ୧,୦୦୦ ଡଲାରର ଜରିମାନା ଦେବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ବୁଧବାର ଗିଗି ଇନ୍‌ଷ୍ଟାଗ୍ରାମରେ ଏକ ମିମର ସେଲ୍‌ଫି ପୋଷ୍ଟକରି କହିଛନ୍ତି, ସବୁ ଠିକ୍‌ ଅଛି, ଆଉ ଭଲଭାବେ ଶେଷ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri