ପୁଟିନ୍‌ଙ୍କ ସବୁଠୁ ବଡ଼ ପ୍ରତିଦ୍ୱନ୍ଦ୍ୱୀ ଆଲେକ୍ସୀ ନାବାଲନିଙ୍କୁ ହୋଇପାରେ ୨୦ବର୍ଷ ଜେଲ

ମସ୍କୋ,୨୧।୭: ରୁଷିଆର ଭ୍ଲାଦିମିର ପୁଟିନ୍‌ଙ୍କ ସବୁଠାରୁ ବଡ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ଆଲେକ୍ସୀ ନାବାଲନିଙ୍କୁ ୨୦ବର୍ଷ ଜେଲ ଯାଇପାରେ। ଗୁରୁବାର ରୁଷିଆର ସରକାରୀ ଓକିଲମାନେ ନାଭାଲନିଙ୍କୁ ସର୍ବାଧିକ ସୁରକ୍ଷା ଜେଲରେ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବାକୁ ଦାବି କରିଛନ୍ତି। ନାବାଲନି ଏକ ମୌଳିକ ସମ୍ପ୍ରଦାୟ ସୃଷ୍ଟି କରିଥିବା ଅଭିଯୋଗ ହୋଇଛି। ନାବାଲନିଙ୍କ ଓକିଲ ଓଲଗା ମିଖାଇଲୋବା ମଧ୍ୟ ଏହା ନିଶ୍ଚିତ କରିଛନ୍ତି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବ୍ଲଗର୍‌ ନାବାଲନି ରୁଷିଆର ଅପରାଧିକ କୋଡର ତୃତୀୟ ଭାଗର ଧାରା ୨୮୨.୧ (ଏକ ମୌଳିକ ସମ୍ପ୍ରଦାୟ ସୃଷ୍ଟି ଏବଂ ଏହାର କାର୍ଯ୍ୟକଳାପରେ ଅଂଶଗ୍ରହଣ କରିଥିବା ଅଭିଯୋଗ) ଅନୁଯାୟୀ ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ଆହୁରି ମଧ୍ୟ ନାବାଲନି ମୌଳିକ କାର୍ଯ୍ୟକଳାପ ପାଇଁ ଅର୍ଥ ପ୍ରଦାନ କରୁଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ନାଭାଲନିଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବାକୁ େୁଷିଆର ଓକିଲ କୋର୍ଟଙ୍କୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri