କୋଲକାତା,୨୩।୭: ପଶ୍ଚିମବଙ୍ଗର ମାଲଦାରେ ସ୍ଥାନୀୟ ଦୋକାନୀମାନେ ଦୁଇଜଣ ଆଦିବାସୀ ମହିଳାଙ୍କୁ ଚୋରି ସନ୍ଦେହରେ ଅର୍ଦ୍ଧ ଉଲଗ୍ନ ପରେଡ୍ କରାଇବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ପ୍ରକାଶ ପାଇବା ପରେ ଶନିବାର ପୋଲିସ ୫ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ୩/୪ ଦିନ ପୂର୍ବରୁ ମାଲଦାର ପକୁଆହାଟ ଅଞ୍ଚଳରେ ଏହି ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ସମ୍ପ୍ରଦାୟରେ ଉତ୍ତେଜନା ପ୍ରକାଶ ପାଇଛି। ତେବେ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ନ ହେବା ପର୍ଯ୍ୟନ୍ତ କେହି ପୋଲିସରେ ଅଭିଯୋଗ କରି ନ ଥିଲେ। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାରେ ନୀରବ ଦର୍ଶକ ସାଜିଥିବା ବିରୋଧୀ ଭାଜପା ଅଭିଯୋଗ କରିଛି।
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ
ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…
ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...
Archives


