ଓସିବିଏର ପ୍ରଥମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୭।:ଓଡ଼ିଶା କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନ (ଓସିବିଏ)ର ପ୍ରଥମ ପ୍ରତିଷ୍ଠା ଦିବସ ଶନିବାର ଭୁବନେଶ୍ୱର ନିକଟସ୍ଥ ଗଣ୍ଡମୁଣ୍ଡା ବିବେକାନନ୍ଦ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। କେନ୍ଦ୍ର ବୈଦେଶିକ ବାଣିଜ୍ୟ ନିର୍ଦ୍ଦେଶାଳୟର ମହାନିର୍ଦ୍ଦେଶକ ସନ୍ତୋଷ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ତର୍ଜାତୀୟ କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନର ସଭାପତି ଶଙ୍କର.ପି.ସିନ୍ଧେ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସେହିଭଳି ଶାଶ୍ୱତ ମିଶ୍ର, ପ୍ରମୁଖ ସଚିବ,ଏମ୍‌ଏସ୍‌ଏମ୍‌ଇ ବିଭାଗ ଓଡ଼ିଶା ସରକାର, ସତେନ୍ଦ୍ର କୁମାର ସିଂହ, ମୁଖ୍ୟ କମିଶନର ଜିଏସ୍‌ଟି, ସିଏକ୍ସ ଏବଂ କଷ୍ଟମ ଭୁବନେଶ୍ୱର, ମାଧବ ଚନ୍ଦ୍ର ମିଶ୍ର କମିଶନର କଷ୍ଟମ ବିଭାଗ,ଭୁବନେଶ୍ୱର, ପି.ଏଲ୍‌.ହାରାନ୍ଧ ଚେୟାରମ୍ୟାନ୍‌ ପାରାଦୀପ ପୋର୍ଟ ଟ୍ରଷ୍ଟ ଅଥରିଟି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଶେଷକରି ରାଜ୍ୟରେ ଗଢ଼ି ଉଠିଥିବା ୩ଟି ପୋର୍ଟ, ୩ଟି ଆଇଡିସିକୁ ନେଇ ଗଠନ କରାଯାଇଥିବା ଓସିବିଏର ମହତ୍‌ ଉଦ୍ଦେଶ୍ୟକୁ ପରିବ୍ୟାପ୍ତକରି ରାଜ୍ୟ ଓ ଦେଶର ସ୍ବାର୍ଥ ପାଇଁ କରାଯାଇଥିବା ଉଦ୍ୟମକୁ ଅତିଥିମାନେ ଭୂୟସୀ ପ୍ରଂଶସା କରିଥିଲେ। ସେହିଭଳି ଓଡ଼ିଶା କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନ କିପରି ନିଜର କଳେବର ବୃଦ୍ଧିକରି ରାଜ୍ୟରେ ଚାଲିଥିବା ରପ୍ତାନି ଓ ଆମଦାନୀ କାରବାରକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇପାରିବ ସେ ସମ୍ପର୍କରେ ଅତିଥିମାନେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅପରପକ୍ଷରେ କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନର ମୁଖ୍ୟ ଲକ୍ଷ୍ୟ ରାଜ୍ୟ କିପରି ନିଯୁକ୍ତି ଏବଂ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଅଗ୍ରସର କରିପାରିବ। ଓଡ଼ିଶା କଷ୍ଟମ୍‌ସ୍‌ ବ୍ରୋକର୍ସ ଆସୋସିଏସନର ଏପରି ମହତ୍‌ ଉଦ୍ଦେଶ୍ୟକୁ ସ୍ବାଗତ ଜଣାଇଥିଲେ। ଓଡ଼ିଶା କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନର ସଭାପତି ସଚ୍ଚିଦାନନ୍ଦ ପଟ୍ଟନାୟକ ଉକ୍ତ ସଭା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri