Posted inଖେଳ

ଆସନ୍ତା ବର୍ଷ ଆଇପିଏଲରେ ଖେଳିବେ ନାହିଁ ପନ୍ତ, ଭେଟେରାନ ଦ୍ରୁତ ବୋଲରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୪।୭: ବିସିସିଆଇ ନିକଟରେ ଆହତ ଖେଳାଳିଙ୍କ ଡାକ୍ତରୀ ରିପୋର୍ଟ ପ୍ରକାଶ କରିଥିଲା। ଗତ ବର୍ଷ ଶେଷରେ ଏକ କାର ଦୁର୍ଘଟଣାରେ ଆହତ ହୋଇଥିବା ରିଷଭ ପନ୍ତ ପୁଣି ବ୍ୟାଟିଂ ଅଭ୍ୟାସ ଆରମ୍ଭ କରିଥିବା ବୋର୍ଡ ସୂଚନା ଦେଇଥିଲା। ଏହି ଖବର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିଲା। ସେମାନେ ଅନୁଭବ କରୁଛନ୍ତି ଯେ, ପନ୍ତ ଆସନ୍ତା ଦିନିକିଆ ବିଶ୍ୱକପରେ ସ୍ଥାନ ପାଇପାରନ୍ତି, କିନ୍ତୁ ଭାରତ ଏବଂ ଦିଲ୍ଲୀ କ୍ୟାପିଟାଲ୍ସର ଭେଟେରାନ ଫାଷ୍ଟ ବୋଲର ଇଶାନ୍ତ ଶର୍ମା ତାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆଶାବାଦୀ ନୁହଁନ୍ତି।
କେବଳ ବିଶ୍ୱକପ ପାଇଁ ନୁହେଁ ବରଂ ଆସନ୍ତା ବର୍ଷ ଆଇପିଏଲ ପାଇଁ ମଧ୍ୟ ପନ୍ତ ସମ୍ପୂର୍ଣ୍ଣ ଫିଟ୍‌ ଏବଂ ଉପଲବ୍ଧ ହେବେ ବୋଲି ଇଶାନ୍ତ ଆଶା ରଖିନାହାନ୍ତି।

୩୦ ଡିସେମ୍ବର ୨୦୨୨ରେ, ପନ୍ତଙ୍କ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କ ଦେହରେ ଆଘାତ ଲାଗିଥିଲା। ନିକଟରେ ବ୍ୟାଟିଂ ଏବଂ ଉଇକେଟ କପିଂ ପୁଣି ଆରମ୍ଭ କରିବା ପରେ ପନ୍ତଙ୍କ ରିଟର୍ନ ତାରିଖ ବହୁତ ଦୂର ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri