Posted inଖେଳ

ରୋହିତଙ୍କ ଛକା ରେକର୍ଡ

ଲଡରହିଲ, ୫ା୮- ଏକ ଚୌକା ସହ ଭାରତ ଇନିଂସ ଆରମ୍ଭ କରିଥିବା ରୋହିତ ଶର୍ମା ସମ୍ପୂର୍ଣ୍ଣ ଷ୍ଟାଇଲରେ ଇନିଂସ ଆରମ୍ଭ କରିଥିଲେ। ଏହି ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଟି୨୦ ଅର୍ଦ୍ଧଶତକ ହାସଲ କରିବା ଅବସରରେ ସେ ଟି୨୦ ଅନ୍ତର୍ଜାତୀୟରେ ସର୍ବାଧିକ ଛକା ମାରିବା ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି। ଏ କ୍ଷେତ୍ରରେ ସେ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇ ଦେଇଛନ୍ତି। ଗେଲ୍‌ ୧୦୫ ଛକା ମାରିଥିବାବେଳେ ରୋହିତ ଏଠାରେ ନିଜର ଛକା ସଂଖ୍ୟାକୁ ୧୦୭ରେ ପହଞ୍ଚାଇ ଦେଇଛନ୍ତି। ଏହି ତାଲିକାରେ ମାର୍ଟିନ ଗୁପଟିଲ (୧୦୩), କଲିନ ମୁନ୍‌ରୋ (୯୨) ଓ ବ୍ରେଣ୍ଡନ ମ୍ୟାକକୁଲମ (୯୧) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri