Posted inଖେଳ

ଯୁବରାଜଙ୍କ ମା’ଙ୍କୁ ବ୍ଲାକ୍‌ମେଲ କରି ମାଗିଥିଲେ ୪୦ ଲକ୍ଷ, ମହିଳାଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୨୬।୭: ଭାରତୀୟ ଟିମ୍‌ର ପୂର୍ବତନ ତାରକା ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାଙ୍କ ମା’ ଶବନମ ସିଂହଙ୍କୁ ଧମକ ଦେବା ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମହିଳାଜଣଙ୍କ ତାଙ୍କୁ ମିଥ୍ୟା କେସ୍‌ରେ ଫସାଇଦେବାକୁ ଧମକ ଦେଇ ୪୦ ଲକ୍ଷ ଟଙ୍କା ଦାବି କରିଥିଲେ। ଏହି ମାମଲାରେ ଡିଏଲ୍‌ଏଫ୍‌ ଫେଜ୍‌ ୧ ଥାନାରେ ମାମଲା ରୁଜୁ କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ମହିଳାଙ୍କୁ ୫ ଲକ୍ଷ ନେଉଥିବା ବେଳେ ଗିରଫ କରିଛି। ସେ ହେଲେ ହେମା କୌଶିକ ଓରଫ ଡିମ୍ପି।

ସୂଚନାନୁଯାୟୀ, ଯୁବରାଜଙ୍କ ସାନ ଭାଇ ଜୋରାବର ସିଂହ ଦୀର୍ଘଦିନରୁ ମାନସିକ ଅବସାଦ ରୋଗରେ ପୀଡ଼ିତ। ୨୦୨୨ରେ ତାଙ୍କ ଲାଗି ମହିଳାଙ୍କୁ କେଆରଟେକର୍‌ ଭାବେ ରଖାଯାଇଥିଲା। ହେଲେ ବ୍ୟବହାର ଠିକ୍‌ ନ ଲାଗିବାରୁ ୨୦ ଦିନ ପରେ ତାଙ୍କୁ ଚାକିରିରୁ ବାହାର କରି ଦିଆଯାଇଥିଲା। ୨୦୨୩ରେ ହେମା ତାଙ୍କ ପରିବାର ଏବଂ ପୁଅଙ୍କୁ ମିଥ୍ୟା କେସ୍‌ରେ ଫସାଇ ଦେବାକୁ ଧମକ ଦେଉଥିଲେ। ଏପରିକି ଛବି ଖରାପ କରିବାକୁ ଧମକ ଦେଇ ୪୦ ଲକ୍ଷ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାସନ୍ଦ ହେଲେ ଆଉ ଦୁଇ ଖେଳାଳି

ଲଣ୍ଡନ, ୧୦ା୫: ବେଲିଜିୟମସ୍ଥିତ ଏକ ମ୍ୟାଚ ଫିକ୍ସିଂ ସିଣ୍ଡିକେଟ୍‌ ସହିତ ସମ୍ପୃକ୍ତିକୁ ନେଇ ଆଉ ଦୁଇ ଜଣ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଖେଳରୁ ସସ୍‌ପେଣ୍ଡ ହୋଇଛନ୍ତି।...

ଟି୨୦ ବିଶ୍ୱକପ୍‌ରେ ସ୍ଥାନ ନ ମିଳିବାରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ବ୍ୟାଟର

ଖ୍ରିଷ୍ଟଚର୍ଚ୍ଚ,୧୧ା୫: ନ୍ୟୁଜିଲାଣ୍ଡର ଅନ୍ୟତମ ଟପ୍‌ ଅର୍ଡର ବ୍ୟାଟର କଲିନ୍‌ ମୁନ୍‌ରୋ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପାଇଁ...

ଓଡ଼ିଶାରୁ ଭାଗନେବେ ୧୮ ଆଥ୍‌ଲେଟ

ଭୁବନେଶ୍ୱର, ୧୧।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ହେବାକୁଥିବା ୨୭ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ପ୍ରତିଯୋଗିତାରେ...

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି...

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ...

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ।...

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ...

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri