Posted inଖେଳ

ଆଇସିସି ଟି୨୦ ବିଶ୍ୱକପ୍‌: ଯୋଗ୍ୟତା ହାସଲ କଲା ଆୟର୍ଲାଣ୍ଡ

ଏଡିନ୍‌ବର୍ଗ,୨୮ା୭(ପି.ଟି.): ଜର୍ମାନୀ ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ସମ୍ଭବ ନ ହେବାରୁ ଓ୍ବେଷ୍ଟଇଣ୍ଡିଜ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ହେବାକୁଥିବା ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଆୟର୍ଲାଣ୍ଡ ଯୋଗ୍ୟତା ହାସଲ କରିଛି। ୟୁରୋପିଆନ କ୍ୱାଲିଫାୟର୍ସର ଶ୍ରେଷ୍ଠ ୨ ଦଳ ମୁଖ୍ୟ ରାଉଣ୍ଡକୁ ଉନ୍ନୀତ ହେବେ। ଆୟର୍ଲାଣ୍ଡ ବର୍ତ୍ତମାନ ଦ୍ୱିତୀୟ ସ୍ଥାନରେ ଅଛି। ଦଳ ଏହାର ଅନ୍ତିମ ମ୍ୟାଚ ସ୍କଟଲାଣ୍ଡ ବିପକ୍ଷରେ ଖେଳିବ, ଯେଉଁ ଦଳ ପୂର୍ବରୁ ମୁଖ୍ୟ ରାଉଣ୍ଡକୁ ଯୋଗ୍ୟତା ଅର୍ଜନ କରିସାରିଛି। ଆୟର୍ଲାଣ୍ଡ ଏପର୍ଯ୍ୟନ୍ତ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚରୁ ୪ଟିରେ ବିଜୟ ହାସଲ କରିଥିବା ବେଳେ ଗୋଟିଏ ଡ୍ର ରଖିଛି। ଦଳ ଯଦି ଶୁକ୍ରବାର ସ୍କଟଲାଣ୍ଡକୁ ଜିତେ ତେବେ ଟେବୁଲ ଶୀର୍ଷରେ ରହିବ। ଆୟର୍ଲାଣ୍ଡ ଅଧିନାୟକ ପଲ୍‌ ଷ୍ଟିର୍ଲିଂ କହିଛନ୍ତି, ସ୍କଟଲାଣ୍ଡକୁ ହରାଇ ଟେବୁଲ ଶୀର୍ଷରେ ରହିବା ପରେ ଯାଇ ବିଶ୍ୱକପ୍‌ ଯୋଗ୍ୟତା ହାସଲ ଉତ୍ସବ ମନାଇବେ। ଆସନ୍ତା ମାସରେ ଆମେ ଏକ ଟି୨୦ ସିରିଜ ଖେଳିବା ଲାଗି ଭାରତ ଗସ୍ତରେ ଯିବୁ। ସେଠାରେ ଭଲ ପ୍ରଦର୍ଶନ ଜାରି ରଖିବା ଲାଗି ଆମେ ଚେଷ୍ଟା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ...

ମେସିଙ୍କ ଗସ୍ତକୁ ନେଇ ଅସହଜ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା; କହିଲେ ଅଯଥା ଖର୍ଚ୍ଚ ହେଲା “କୋଟି କୋଟି ଟଙ୍କା…”

ନୂଆଦିଲ୍ଲୀ,୧୫ା୧୨: ଭାରତର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ନିକଟରେ ଶେଷ ହୋଇଥିବା ଭାରତ ଗସ୍ତର ପରିଚାଳନା...

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri