ବାଲିରେ ଗର୍ଲସ ଟ୍ରିପ ଏନଜୟ କରୁଛନ୍ତି ସାମନ୍ଥା

ମୁମ୍ବାଇ: ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ବାଲିରେ ଏବେ ଭ୍ୟାକେଶନ ଏନଜୟ କରୁଛନ୍ତି। ଏବେ ସେ ଗର୍ଲସ ଟ୍ରିପରେ ଯାଇଛନ୍ତି। ସେଠାକାର କିଛି ଭିଡିଓ ଓ ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ନିକଟରେ ସେ ଅଭିନୟରୁ ଏକ ବର୍ଷର ବ୍ରେକ ନେଇଛନ୍ତି। କାରଣ ସେ ତାଙ୍କ ହେଲ୍ଥ ଉପରେ ଫୋକସ କରିବା କଥା କହି ଏହି ବ୍ରେକ୍‌ ନେଇଛନ୍ତି। ତେଣୁ ସମୟ ସମୟରେ ସେ ତାଙ୍କ ହେଲ୍ଥ ଅପଡେଟ୍ସ ପ୍ରଶଂସକଙ୍କ ସହ ଶେୟାର ବି କରୁଛନ୍ତି। ଏବେ ଅଭିନେତ୍ରୀ ତାଙ୍କର ଏକ ଭିଡିଓ ବି ଶେୟାର କରିଛନ୍ତି, ଯେଉଁଥିରେ ସେ ତାଙ୍କ ବାନ୍ଧବୀଙ୍କ ସହ ଡ୍ୟାନ୍ସ କରୁଥିବା ଦେଖାଯାଇଛି। ଉଭୟଙ୍କ ମୁଭ୍ସ କୋଅର୍ଡିନେଶନ ଦେଖି ଦର୍ଶକେ ଏହାର ଖୁବ ପ୍ରଶଂସା କରିଛନ୍ତି।
ସାମନ୍ଥା ଏବେ ତାଙ୍କ ବାନ୍ଧବି ଅନୁଷା ସ୍ବାମୀଙ୍କ ସହ ଟ୍ରିପରେ ଯାଇଛନ୍ତି। ସେ ଅନୁଷାଙ୍କ ସହ ଡ୍ୟାନ୍ସ ଭିଡିଓ ଶେୟାର କରି ଲେଖିଛନ୍ତି, ଗର୍ଲ ଟ୍ରିପ ୧୦୦/୧୦୦। ଭିଡିଓରେ ସାମନ୍ଥା ମେଣ୍ଟିରୋସା ବାୟ ରାଫାଗା ଗୀତରେ ଡ୍ୟାନ୍ସ କରୁଥିବା ଦେଖାଯାଇଛି। ସାମନ୍ଶ ଓ ଅନୁଷା ଉଭୟ ସର୍ଟସ ଓ ଟ୍ୟାକ ଟପ ପିନ୍ଧିଛନ୍ତି। ଭିଡିଓରେ ଉଭୟ କ୍ଲାପ କରି କୁଲ ଅନ୍ଦାଜରେ ଡ୍ୟାନ୍ସ କରୁଥିବା ଦେଖାଯାଇଛି। ଏହି ଭିଡିଓ ରେସ୍ତୋରାଁ ଅଥବା ଡ୍ୟାକର ଭଳି ଲାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri