ମଧୁମେହ ରୋଗୀଙ୍କ ପାଇଁ ଧନିଆ ପତ୍ର

ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍‌ସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ…

– ଏଥିରେ ଥିବା କେତେକ ଗୁଣ ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

– ଏଥିରେ କ୍ୟାଲୋରି କମ୍‌ ଥାଏ, ଯାହା ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ।

-ଏହା କୋଲେଷ୍ଟରଲ ସ୍ତର କମ୍‌ ମଧ୍ୟ କରିଥାଏ।

– ପାଚନତନ୍ତ୍ରକୁ ଠିକ୍‌ ଭାବେ କାର୍ଯ୍ୟ କରାଇବା ସହ ଯକୃତକୁ ମଧ୍ୟ ସୁସ୍ଥ ରଖିଥାଏ।

– ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଏହା ବରଦାନ ସଦୃଶ ହୋଇଥାଏ।

– ରକ୍ତହୀନତା ସହ ହୃତ୍‌ପିଣ୍ଡ ରୋଗୀଙ୍କ ପାଇଁ ମଧ୍ୟ ଲାଭଦାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌...

ବିଲୁପ୍ତି ପଥେ କାଳବୈଶାଖୀ

ଖରାଦିନର ଏକ ଉତ୍ତପ୍ତ ଅପରାହ୍ନ। ଧୁ ଧୁ ମୁଣ୍ଡଫଟା ଖରା, ପ୍ରବଳ ଗରମ, ଗୁଳୁଗୁଳି ଓ ଝାଞ୍ଜି ପବନରେ ଅତିଷ୍ଠ ସାଧାରଣ ଜନଜୀବନ। ପିଲାମାନେ ଯାଇଥାନ୍ତି...

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ।...

କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…

ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ...

କାରରେ ବସିଲେ ହେଉଛି କ୍ୟାନସର? ଖରାରେ ଥିବା କାର ବିପଜ୍ଜନକ!

ଏହି ଗ୍ରୀଷ୍ମ ଋତୁରେ ଆପଣ କାରରେ ବସି ଏସି ଟର୍ନ କରିବା ମାତ୍ରେ ଆପଣଙ୍କ ନାକକୁ ଏକ ଅଦ୍ଭୁତ ଗନ୍ଧ ଆସେ। ଆପଣ ଜାଣନ୍ତି କି...

ଆପଣଙ୍କ ସାଥୀ କନ୍ୟା ରାଶିର କି? କିଭଳି ତାଙ୍କର ବ୍ୟକ୍ତିତ୍ୱ, ସ୍ବଭାବ; ଜାଣନ୍ତୁ …

ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା।...

ଆପଣଙ୍କର ଅଛି କି ଏହି ୬ ଅଭ୍ୟାସ? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ଏହି ଭୁଲ୍‌ ଅଭ୍ୟାସ, ଏବେ ଅଧାରୁ ଅଧିକ ରୋଗର କାରଣ: ଜାଣନ୍ତୁ କ’ଣ ସେହି ଅଭ୍ୟାସ

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମୁଖ୍ୟ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଧାରୁ ଅଧିକ ରୋଗର କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri