ରାଜନଗର,୫।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗରସ୍ଥିତ ପ୍ରାଚୀନ ଶୈବପୀଠ ଚନ୍ଦ୍ରମଉଳି ମହାଦେବଙ୍କ ପୀଠରେ ଶ୍ରାବଣ ମାସର ତୃତୀୟ ସୋମବାରରେ ଶତାଧିକ ଭକ୍ତ ଜଳାଲାଗି କରିଛନ୍ତି। ଆଜି ପ୍ରତ୍ୟୁଷରୁ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି।
ରାଜନଗର,୫।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗରସ୍ଥିତ ପ୍ରାଚୀନ ଶୈବପୀଠ ଚନ୍ଦ୍ରମଉଳି ମହାଦେବଙ୍କ ପୀଠରେ ଶ୍ରାବଣ ମାସର ତୃତୀୟ ସୋମବାରରେ ଶତାଧିକ ଭକ୍ତ ଜଳାଲାଗି କରିଛନ୍ତି। ଆଜି ପ୍ରତ୍ୟୁଷରୁ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି।
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
