ନୂଆଦିଲ୍ଲୀ,୨।୮: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇରଛନ୍ତି। ମଙ୍ଗଳବାର ଷ୍ଟକ୍ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୬୮(୬୮.୩୬) ପଏଣ୍ଟ କମି ୬୬,୪୫୯ (୬୬,୪୫୯.୩୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୨୦(୨୦.୨୫) ପଏଣ୍ଟ ହ୍ରାସ ଘଟି ୧୯,୭୩୪ (୧୯,୭୩୩.୫୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ କିଛିଦିନ ହେଲା ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଦେଖାଦେଇଛି।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ
ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
Archives


