Posted inଖେଳ

ବଡ଼ ରେକର୍ଡ କଲେ ଶୁବମାନ ଗିଲ: ପାକିସ୍ତାନ କ୍ରିକେଟର୍‌ଙ୍କ ପଛରେ ପକାଇଲେ

ତ୍ରିନିଦାଦ,୨।୮: ଭାରତୀୟ ଦଳର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଶୁବମନ ଗିଲଙ୍କୁ କିଛି ଦିନ ହେବ ପାଇଁ ତାଙ୍କ ପ୍ରଦର୍ଶନ ପାଇଁ ସମାଲୋଚନା କରାଯାଇଥିଲା। ଶେଷରେ ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆରେ ୮୫ ରନ୍‌ର ଇନିଂସ ଆଧାରରେ ଗିଲ ଆଲୋଚକଙ୍କୁ ଜବାବ ଦେଇଛନ୍ତି। ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚରେ ଇଶାନ କିଶନଙ୍କ ସହ ଗିଲ ମଧ୍ୟ ଦଳକୁ ଏକ ଭଲ ଆରମ୍ଭ କରିଥିଲେ। ଏଥି ସହିତ ଗିଲ ତାଙ୍କ ଇନିଂସ ଆଧାରରେ ଏକ ରେକର୍ଡ ଭାଙ୍ଗିଥିଲେ।
ଏହି ମ୍ୟାଚ୍‌ରେ ୮୫ ରନ୍‌ର ଇନିଂସ ଖେଳି ଗିଲ ବର୍ତ୍ତମାନ ଦିନିକିଆ ଫର୍ମାଟରେ ୨୭ ଇନିଂସ ପରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ସୃଷ୍ଟି କରିଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ପାକିସ୍ତାନ ଦଳର ବର୍ତ୍ତମାନର ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ଇମାମ ଉଲ ହକଙ୍କ ନାମରେ ଥିଲା, ଯିଏ ୨୭ ଇନିଂସରେ ୧୩୮୧ ରନ ସଂଗ୍ରହ କରିଥିଲେ। ଅନ୍ୟପକ୍ଷରେ ଗିଲ ୨୭ ଇନିଂସରେ ୧୪୩୭ ରନ ରହିଛି। ସେ ହାରାହାରି ୬୨.୪୮ରେ ସ୍କୋର କରିଛନ୍ତି।
ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆରେ ଶୁବମାନ ଗିଲ ୮୫ ରନ ସଂଗ୍ରହ କରିଥିଲେ, ଇଶାନ କିଶନ ୭୭, ସଞ୍ଜୁ ସାମସନ ୫୧ ଏବଂ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୭୦ ରନ ସ୍କୋର କରିଥିଲେ। ଏହି କାରଣରୁ ଭାରତୀୟ ଦଳ ୫୦ ଓଭରରେ ୫ ଉଇକେଟ ହରାଇ ୩୫୨ କରିବାରେ ସଫଳ ହୋଇଥିଲା। ଏହା ପରେ ବୋଲରଙ୍କ ଭଲ ପ୍ରଦର୍ଶନ ଆଧାରରେ ଟିମ ଇଣ୍ଡିଆ ଏହି ମ୍ୟାଚ ୨୦୦ ରନ୍‌ରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri