କଟକ,୩।୮(ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷଠାରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଆସ୍ପିରେଶନାଲ କମ୍ପୋନେଣ୍ଟ ସାମିଲ ହୋଇଛି। ଏନେଇ ବୁଧବାର ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇସ୍କୁଲ ସମେତ ମଧ୍ୟମାର ଛାତ୍ରୀଛାତ୍ରମାନେ ଏହି ବିଷୟରେ ପାଠ ପଢିବେ। ଜିଜ୍ଞାସା, ସାହିତ୍ୟ ସୃଜନୀ, କୌଶଳୀ ଏବଂ କ୍ରୀଡ଼ାଙ୍ଗନ ୪ଟି କ୍ଲବରେ ପାଠପଢ଼ା ହେବ। ଇଣ୍ଟରନାଲ ଆସେସ୍ମେଣ୍ଟ ସହ ଏହାକୁ ମିଶାଇ ମୋଟ ୨୦ ପ୍ରତିଶତ କ୍ୟାରିୟର ମାର୍କ ମିଳିବ। ବିଦ୍ୟାଳୟସ୍ତରରେ ଏହି ବିଷୟରେ ପରୀକ୍ଷା କରାଯାଇ ଫଳ ପ୍ରକାଶ ପାଇବ। ଦୁଇଟି ପର୍ଯ୍ୟାୟରେ ବୋର୍ଡ ୱେବ୍ସାଇଟ୍ରେ ମାର୍କ ଅପ୍ଲୋଡ୍ ହେବ। ଆସନ୍ତା ସେପ୍ଟେମ୍ବର ୨୫ରୁ ୨୮ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଏବଂ ୨୦୨୪ ଜାନୁୟାରୀ ୧୮ରୁ ୨୧ ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ମାର୍କ ଅପ୍ଲୋଡ୍ କରାଯିବ। ଛାତ୍ରୀଛାତ୍ରମାନେ ଯେଉଁ ମାର୍କ ରଖିବେ ତାହାକୁ ସ୍କୁଲ କର୍ତ୍ତୃପକ୍ଷ ୱେବ୍ସାଇଟ୍ରେ ଅପ୍ଲୋଡ୍ କରିବେ ବୋଲି ସୂଚନା ମିଳିଛି। ବିଦ୍ୟାଳୟର ନବମ ଏବଂ ଦଶମ ଶ୍ରେଣୀରେ ଏନେଇ ପୃଥକ କ୍ଲାସ୍ ହେବ। ପ୍ରଧାନ ଶିକ୍ଷକ ଜଣେ ମେଣ୍ଟର ଶିକ୍ଷକଙ୍କୁ ଏହାର ଦାୟିତ୍ୱ ଦେବେ। ସମ୍ପୃକ୍ତ ମେଣ୍ଟର ଶିକ୍ଷକ କ୍ଲବର ପ୍ରୋଗ୍ରେସ ରିପୋର୍ଟ ପ୍ରଧାନ ଶିକ୍ଷକଙ୍କୁ ପ୍ରଦାନ କରିବେ।
କାମରୁ ଚାଲି ଚାଲି ଆସୁଥିବାବେଳେ ଧକ୍କା ଦେଲା ଅଜଣା ଗାଡି, ଘଟଣାସ୍ଥଳରେ…
ମୋହନା,୭।୧( ମନ୍ମଥ ମିଶ୍ର ): ଗଜପତି ଗିଲା ଅଡବା ଥାନା ଅନ୍ତର୍ଗତ ରାଇଗଣ୍ଡା ଗାଁ ଆମ୍ବତୋଟା ନିକଟରେ ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ। ମୃତ...
ମୃତ ଦେହକୁ ମିଳିଲାନି ସମ୍ମାନ: ଖଟିଆରେ ବୁହାହେଲା …
ବାରିପଦା,୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମହାପାରାୟଣ ଗାଡ଼ ନ ମିଳିବାରୁ ମୃତଦେହକୁ ଖଟିଆରେ ବୋହିନେବା ଭଳି ଦୃଶ୍ୟ ସାମ୍ନାକୁ ଆସିଛ।...
ବଣାଇଁରେ ହାଡ଼ଭଙ୍ଗା ଶୀତ: ପଡିଲା ଚଳିତ ବର୍ଷର ପ୍ରଥମ ତୁଷାରପାତ
ବଣାଇଁ, ୭।୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡରେ ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୫ ଡିଗ୍ରୀ ଛୁଇଁଛି। ସାରା ବଣାଇଁ ବର୍ତ୍ତମାନ ଜାଡରେ...
ଡାକ୍ତରଙ୍କ ଆନ୍ଦୋଳନ: ସରକାର ଲଗାଇଲେ ‘ଏସ୍ମା’
ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟରେ ଡାକ୍ତର ସଂଘ(ଓମ୍ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ...
ଯାତ୍ରୀଙ୍କୁ ହଇରାଣ କରୁଛନ୍ତି ଟିକେଟ୍ କାଉଣ୍ଟର ହକର: ଟଙ୍କା ଫେରେଇବାକୁ କହିବାରୁ… ସାମାଜିକ ଗଣମାଧ୍ୟମରେ ଦୁଃଖ ବଖାଣିଲେ ବିଧବା ମହିଳା
ଦାରିଙ୍ଗବାଡି, ୭ ।୧ (ଅରୁଣ ସାହୁ ): କନ୍ଧମାଳ ଜିଲାଦାରିଙ୍ଗବାଡି ଥାନା ଗୌଡ଼ ସାହିର ଜଣେ ବିଧବା ମହିଳାଙ୍କୁ ଘରୋଇ ବସର ଟିକେଟ୍ କାଉଣ୍ଟରର ହକର...
ଆମେରିକାର ଭେନେଜୁଏଲା ଆକ୍ରମଣ
ଆମେରିକା ୩ ଜାନୁଆରୀ ୨୦୨୬ରେ ଭେନେଜୁଏଲା ଉପରେ ସଂଘଟିତ ଆକ୍ରମଣ କରିଛି। ସ୍ଥାନୀୟ ସମୟ ଅନୁସାରେ ମଧ୍ୟରାତ୍ରି ପ୍ରାୟ ୨ଘଟିକା ସମୟରେ ଭେନେଜୁଏଲାର ରାଜଧାନୀ କାରାକାସ୍...
ପ୍ରମୁଖ ଲେଖନୀରୁ ନାରୀସ୍ବର
ସାହିତ୍ୟ ଆକାଶର ପ୍ରାଜ୍ଞ, ବିଜ୍ଞ, ବିଶେଷଜ୍ଞଗଣ- ଉଇଲିଅମ ସେକ୍ସପିଆର, ଲିଓ ଟଲଷ୍ଟୟ, ଅରନେଷ୍ଟ ହେମିଙ୍ଗ୍ୱେ କିମ୍ୱା, ଭାରତୀୟ ଆଦର୍ଶ ଚେତନ ଭଗତ ପ୍ରମୁଖଙ୍କ ଲେଖାରେ ମହିଳା...
ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ,୭ା୧(ଅଜିତ୍ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ।...
Archives


