ଘୁଞ୍ଚିଲା ୟୁଜି, ପିଜି ନାମଲେଖା ତାରିଖ

ଭୁବନେଶ୍ୱର,୩।୮(ଅସମାପିକା ସାହୁ): ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ୟୁଜି ଏବଂ ପିଜି ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି। ୟୁଜି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଏବଂ ପିଜି ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଅଗଷ୍ଟ ୫ ତାରିଖ ଅର୍ଥାତ୍‌ ଶନିବାରକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri