Posted inଜାତୀୟ

କଂଗ୍ରେସକୁ ଟୁଇଟର-ଟେଲିଭିଜନର ଦଳ ବୋଲି କହିଲେ ନରୋତ୍ତମ ମିଶ୍ରା

ଭୋପାଳ,୪।୮: ମଧ୍ୟ ପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କଂଗ୍ରେସ ଦଳକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ଜବଲପୁରରେ ସେ ଏକ ସଭାରେ କହିଛନ୍ତି କଂଗ୍ରେସ ଦଳ କେବଳ ଟୁଇଟର ଓ ଟେଲିଭିଜନ ଉପରେ ବଞ୍ଚିଛି। ସେ କହିଛନ୍ତି ଯେ କଂଗ୍ରେସ ଗ୍ରାଉଣ୍ଡ ଲେବଲରେ ଆନ୍ଦୋଳନ କରୁଥିବା ପରି ମନେ ହେଉନାହିଁ। କମଲ ନାଥଙ୍କ ଘର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଚିନ୍ଦୱାଡାଠାରେ ବାଗେଶ୍ୱର ଧାମର ରାମ କଥାର ଆୟୋଜନ କରି ମିଶ୍ର କହିଛନ୍ତି ଯେ କଂଗ୍ରେସ କର୍ମୀମାନେ ରାମ କଥା ମନେ ରଖିଛନ୍ତି ଏବଂ କେବଳ ନିର୍ବାଚନ ସମୟରେ ମନ୍ଦିରକୁ ଯାଉଛନ୍ତି।
ସେ ଅଭିଯୋଗ କରିଛନ୍ତି ଯେ କଂଗ୍ରେସ କେବଳ ସମାଜକୁ ଜାତି ମଧ୍ୟରେ ବିଭକ୍ତ କରିବାରେ ସୀମିତ ରହିଛି। ମଧ୍ୟପ୍ରଦେଶରେ ଅନୁସୂଚିତ ଜାତି ଉପରେ ହୋଇଥିବା ଅତ୍ୟାଚାରର ଯାଞ୍ଚ ପାଇଁ କଂଗ୍ରେସ ଗଠନ କରିଥିବା ପାଞ୍ଚ ଜଣିଆ କମିଟି ଉପରେ ନରୋତ୍ତମ ମିଶ୍ର କହିଛନ୍ତି ଯେ ଏହି କମିଟି ଗଠନ କରାଯାଇଛି ଯାହା ଦ୍ୱାରା କଂଗ୍ରେସ ସମାଜକୁୁ ଭାଙ୍ଗିବା ପ୍ରସଙ୍ଗ ଖୋଜି ପାରିବ।
ଏହି ବରିଷ୍ଠ ଭାଜପା ନେତା ପଚାରିଛନ୍ତି ଯେ ୧୫ମାସର କମଲ ନାଥ ସରକାରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ପାଇଁ ନିଆଯାଇଥିବା କୌଣସି ନିଷ୍ପତ୍ତି କଂଗ୍ରେସ କହିବା ଉଚିତ। ସେ କହିଛନ୍ତି ଯେ କଂଗ୍ରେସ ଶାସନ କାଳରେ ଅନୁସୂଚିତ ଜାତି ଉପରେ ଅତ୍ୟାଚାରର ଯନ୍ତ୍ରଣାଦାୟକ ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri