ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’ ପାଇଁ ମନୋନୀତ ହୋଇଛନ୍ତି। ୨୦୨୫-୨୬ ବର୍ଷ…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର କିଙ୍ଗସ (CSK)କୁ ଏକ ବଡ଼ ଝଟକା…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକର ବିଭିନ୍ନ ମଣ୍ଡିରେ ପଡିଥିବା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଦିବ୍ୟାଙ୍ଗଙ୍କ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ଖଣିମନ୍ତ୍ରୀ…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ପ୍ରାରମ୍ଭିକ କାରବାରରେ, ଉଭୟ ବେଞ୍ଚମାର୍କ ସୂଚକାଙ୍କ ୨ ପ୍ରତିଶତରୁ ଅଧିକ ହ୍ରାସ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ ଆମେରିକାର ଗୁଇନ୍ଦା ସଂସ୍ଥାଗୁଡ଼ିକର ଏକ ସାମ୍ପ୍ରତିକ ରିପୋର୍ଟରୁ ଆସିଛି। ଏହି ରିପୋର୍ଟ ପ୍ରକାଶ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ ଘୋଷଣା କରିଛନ୍ତି, ଇସ୍ରାଏଲ ଆଉ ଇରାନର କୌଣସି ଗ୍ୟାସ କିମ୍ବା ତୈଳ କେନ୍ଦ୍ର…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ କ’ଣ ହେବ” ବିଷୟରେ ସେ ଯେଉଁ ମାନସିକ ଚିତ୍ର ତିଆରି କରିଥିଲେ ତାହା…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ କରିବା ପରେ, ଇରାନ ଆରବ ରାଷ୍ଟ୍ରଗୁଡ଼ିକରେ ତୈଳ ଏବଂ ଗ୍ୟାସ ସୁବିଧାକୁ ଟାର୍ଗେଟ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି, କାରଣ ଉପସାଗରୀୟ ରାଷ୍ଟ୍ରଗୁଡ଼ିକରେ ଶକ୍ତି ସମ୍ପର୍କିତ ସୁବିଧା ଉପରେ ଆକ୍ରମଣ…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ (LNG) ଭିତ୍ତିଭୂମି ଉପରେ ଆହୁରି ଆକ୍ରମଣ କରେ, ତେବେ ୱାଶିଂଟନ ସାଉଥ୍‌ ପାର୍ସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ କରିଛନ୍ତି, ଏହାକୁ ରୁଷିଆ ଏବଂ ଚାଇନା ଭଳି ପ୍ରମୁଖ ଶକ୍ତି ସହିତ ସମାନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲାବେଳେ ବୁଧବାର ‘ଏସ୍‌ଓପି’ ଜାରି ହୋଇଛି। ଯଦି ସଂପୃକ୍ତ ବିଭାଗ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri