ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌ -୨୦୨୩’ ଆରମ୍ଭ

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ଶନିବାର ଭୁବନେଶ୍ୱର ସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆରମ୍ଭ ହୋଇଛି। ଏହି ପ୍ରତିଯୋଗିତାରେ ଭାଗ ନେବାପାଇଁ ଓଡ଼ିଶାର ପ୍ରମୁଖ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଆସି ପହଞ୍ଚିଛନ୍ତି।

ସକାଳ ସାଢେ ୮ଟାରୁ ରେଜିଷ୍ଟ୍ରେଶନ ହେବା ପରେ ପ୍ରତିଯୋଗୀମାନେ ନିଜ ମେଣ୍ଟରଙ୍କ ସହ ପ୍ରସ୍ତୁତି ଚଳାଇଛନ୍ତି। ଏହି ଇଭେଣ୍ଟର ହୋଷ୍ଟରେ ଅଛନ୍ତି କୁଇଜ ମାଷ୍ଟର ଅଜୟ ପୁନିଆ।

‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟର୍ନିବାହୀ ଆଦ୍ୟାଶା ସତପଥୀ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀ ଜଣେ ଜଣେ ୱିନର ବୋଲି କହିଥିଲେ। ସମ୍ପାଦକ ତଥାଗତ ସତପଥୀ ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ କରିବା ସହ କହିଛନ୍ତି ଯେ, ସମସ୍ତଙ୍କୁ ଦେଖି ଖୁସି ଲାଗୁଛି। ସମସ୍ତଙ୍କ ମୁହଁରେ କିଛି ପରିମାଣରେ ଚାପ ଦେଖାଯାଉଛି। ଏହା ଭଲ। ଜୀବନସାରା ଏହା ରହିବା ଉଚିତ। ଯାହା ତୁମମାନଙ୍କୁ ଭବିଷ୍ୟତରେ ଭଲ ମଣିଷ କରିବାରେ ସାହାଯ୍ୟ କରିବ। ପ୍ରତିଯୋଗିତାରେ ଯିଏ ବିଜୟୀ ନ ହେବେ, ସେମାନେ ବି ନିଜକୁ ବିଜୟୀ ଭାବିବା ଉଚିତ। ଏହି ପ୍ରତିଯୋଗିତା ଜୀବନରେ ଆଗକୁ ଯିବାରେ ସାହାଯ୍ୟ କରିବ ବୋଲି ଆଶା କରୁଛି। କେବଳ ଏହି କାର୍ଯ୍ୟକ୍ରମ ନୁହେଁ ଜୀବନର ସବୁ ପ୍ରତିଯୋଗିତାରେ ସଫଳ ହୁଅ। ଶୋଭନା କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri