Posted inଜାତୀୟ

ପ୍ରଧାନମନ୍ତ୍ରୀ କଲେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ…

ନୂଆଦିଲ୍ଲୀ,୬।୮ : ଭାରତରେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପୂର୍ବାହ୍ନ ୧୧ଟାରେ ଭିତ୍ତିପ୍ରସ୍ତର ସ୍ଥାପନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ଭାରତ ଷ୍ଟେଶନ ଯୋଜନା ଅନ୍ତର୍ଗତ ସାରା ଦେଶରେ ଏସବୁ ଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାପୂର୍ବରୁ ଏକ ଟୁଇଟ କରି ସେ ଅଗଷ୍ଟ ୬କୁ ଐତିହାସିକ ବୋଲି ବର୍ଣ୍ଣନା କରିଥିଲେ।

ପ୍ରାୟ ୨୫ ହଜାର କୋଟି ଟଙ୍କା ବ୍ୟୟରେ ଦେଶରେ ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ଅଣାଯିବ। ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ଆରାମ ତଥା ସୁବିଧା ଉପଲବ୍ଧ କରାଇବ। ଷ୍ଟେଶନଗୁଡିକ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟ ସହିତ ସୁସଂଗତ ହେବା ପାଇଁ ବିଶେଷ ଯତ୍ନ ନିଆଯିବ। ଆସନ୍ତା ୩୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରେଳ ଷ୍ଟେଶନର ପୁନର୍ନିର୍ମାଣ କାର୍ଯ୍ୟ କରାଯିବ। ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ଏହି ଷ୍ଟେସନଗୁଡିକ ସିଟି ସେଣ୍ଟର ଭାବରେ ବିକଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri