Posted inଖେଳ

ଜାହିରଙ୍କ ଭଳି ଖେଳିବାକୁ ଚାହେଁ: ଖଲିଲ

ନୂଆଦିଲ୍ଲୀ,୫।୮(ପି.ଟି.)- ବର୍ଷ ବର୍ଷ ଧରି ଭାରତୀୟ ଦଳ ପାଇଁ ପ୍ରତିଭାସମ୍ପନ୍ନ ବାମହାତୀ ପେସରମାନେ ଲମ୍ବା ସମୟ ଧରି ପ୍ରତିନିଧିତ୍ୱ କରିଆସିଛନ୍ତି। ଜାହିର ଖାନ, ଆଶିଷ ନେହେରା ଓ ଇର୍ଫାନ ପଠାନ ଭାରତକୁ ବହୁତ ମ୍ୟାଚ୍‌ ଜିତାଇଛନ୍ତି। ବରିନ୍ଦର ସ୍ରନ ଓ ଜୟଦେବ ଉନାଡକଟ ଦଳରେ ନିଜ ସ୍ଥାନ ପକ୍କା କରିପାରି ନ ଥିଲେ। ହେଲେ ୨୧ ବର୍ଷୀୟ ଖଲିଲ ଅହମ୍ମଦ ୨୦୧୮ ସେପ୍ଟେମ୍ବରରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ନିୟମିତ ଭାବେ ଭାରତୀୟ ଦଳର ସଦସ୍ୟ ହୋଇ ରହିଛନ୍ତି। ଜାହିରଭାଇଙ୍କ ଭଳି ମୁଁ ଦୀର୍ଘ ସମୟ ଧରି ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଚାହେଁ। ସେ ଯେଉଁଭଳି ଖେଳୁଥିଲେ, ମୁଁ ତାହା କରିବାକୁ ଉଦ୍ୟମ କରିବି। ସେ ଯେତେବେଳେ ବୋଲିଂ କରୁଥିଲେ, ତାଙ୍କୁ ଦର୍ଶକ ଉତ୍ସାହିତ କରୁଥିଲେ। ମୋ ପ୍ରଦର୍ଶନକୁ ସେ ସ୍ତର ପର୍ଯ୍ୟନ୍ତ ନେବାକୁ ଚାହେଁ। ମୋର କିଛି ଦ୍ୱନ୍ଦ୍ୱ ଥିଲେ, ମୁଁ ଜାହିରଙ୍କୁ ପଚାରେ। ସେ ମୋ ପାଇଁ ସବୁବେଳେ ଉପଲବ୍ଧ ଅଛନ୍ତି। ଭାରତୀୟ ଦଳରେ ମୋତେ ସୁଯୋଗ ମିଳିଛି। ଏହାକୁ ମୁଁ ଝାଳବୁହା ପରିଶ୍ରମ ବଳରେ ବଜାୟ ରଖିବାକୁ ଚାହେଁ ବୋଲି ଖଲିଲ କହିଛନ୍ତି। ସେ ଏପର୍ଯ୍ୟନ୍ତ ୮ ଦିନିକିଆ ଓ ୧୧ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୁମ୍ବାଇ କ୍ୟାମ୍ପ ଦୁଇ ଫାଳ’

ମୁମ୍ବାଇ,୩୦ା୪: ଆଇପିଏଲ୍‌ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ଦୁଇ ଭାଗରେ ବିଭକ୍ତ ହୋଇଛି ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ। କ୍ରିକେଟ ଏକ...

ଟି୨୦ ବିଶ୍ୱକପ୍‌ ପରେ ସନ୍ନ୍ୟାସ ନେବେ ରୋହିତ-କୋହଲି: ରିପୋର୍ଟ

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜ୍‌ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ବିସିସିଆଇ ଟିମ୍‌ ଇଣ୍ଡିଆର ଘୋଷଣା କରିଛି। ଏଥିରେ ଅଧିନାୟକ ଭାବେ ରୋହିତ...

ଯଦି ଏଥର ରାଜସ୍ଥାନ ଆଇପିଏଲ୍‌ ଜିତିଯାଏ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଜିତିବା ନିଶ୍ଚିତ !

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ...

ଟିମ୍‌ ଇଣ୍ଡିଆରୁ କେ ଏଲ୍‌ ରାହୁଲ କାହିଁକି ପଡ଼ିଲେ ବାଦ୍‌? ଜାଣନ୍ତୁ ୫ କାରଣ…

ନୂଆଦିଲ୍ଲୀ,୩୦।୪: ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଘୋଷଣା ହୋଇଛି। ବିସିସିଆଇ ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ଜଣିଆ ସଦସ୍ୟ ବିିଶିଷ୍ଟ ଭାରତୀୟ ସ୍କ୍ବାର୍ଡ ଘୋଷଣା କରିଛି।...

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ...

ଟି -୨୦ ବିଶ୍ୱକପ୍‌ ଦଳ: ଏହି ୨ ଖେଳାଳିଙ୍କ ଉପରେ ବିଶ୍ୱାସ କଲା ବୋର୍ଡ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ରୋହିତ ଶର୍ମାଙ୍କ...

ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ଭାରତରେ କ୍ରିକେଟ...

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ

ଲଣ୍ଡନ,୩୦।୪: ଇଂଲଣ୍ଡ କ୍ରିକେଟ ବୋର୍ଡ ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ପ୍ରାରମ୍ଭିକ ଦଳ ଘୋଷଣା କରିଛି। ଏହା ସହିତ ବୋର୍ଡ ପାକିସ୍ତାନ ବିପକ୍ଷ ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri