Odisha Elections 2024
Posted inଜାତୀୟ

ବଢିପାରେ ରାଘବଙ୍କ ଅଡୁଆ

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭାର ଗୃହ କାର୍ଯ୍ୟ ସମୟରେ ଯେତେବେଳେ ଦିଲ୍ଲୀର ଅଧିକାରୀଙ୍କ ଟ୍ରାନ୍ସଫର ପୋଷ୍ଟିଂ ବିଲ୍‌ ପାସ କରାଯାଉଥିଲା ସେତେବେଳେ ଆମ ଆଦମୀ ପାର୍ଟି(ଏଏପି) ନେତା ରାଘବ ଚଢାଙ୍କ ପକ୍ଷରୁ ଏହି ବିଲ୍‌କୁ ସିଲେକ୍ଟ କିମିଟିକୁ ପଠାଇବା ପ୍ରସ୍ତାବ ଦିଆଯାଇଥିଲା। ବର୍ତ୍ତମାନ ଏହି ପ୍ରସଙ୍ଗରେ ଜାଲିଆତିର ଆଙ୍ଗଲ ସାମ୍ନାକୁ ଆସିଛି, ଯଦି ରାଜ୍ୟ ସଭା ଅଧ୍ୟକ୍ଷଙ୍କ ଅନୁସନ୍ଧାନରେ ଏହି ଜାଲିଆତି ସଠିକ ବୋଲି ଜଣାପଡେ, ତେବେ ରାଘବ ଚଢାଙ୍କ ବିରୋଧରେ ଏଫଆଇଆର୍‌ ମଧ୍ୟ ଦାଖଲ କରାଯାଇପାରିବ।
ଅଧିକାରର ଉଲ୍ଲଂଘନ ବ୍ୟତୀତ ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ରାଘବ ଚଢାଙ୍କ ବିରୋଧରେ ଏଫଆଇଆର୍‌ ହେବାର ଆଶଙ୍କା ରହିଛି। ସୂଚନାନୁସାରେ, ଦିଲ୍ଲୀ ଅଧିକାରୀଙ୍କ ଚୟନ କମିଟିକୁ ପଠାଇବା ପାଇଁ ବିଲ ପଠାଇବାକୁ ରାଘବ ଚଢାଙ୍କ ପ୍ରସ୍ତାବରେ ଅନ୍ୟ ଏମପିଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା।
ଯଦି ତାଙ୍କ ଦସ୍ତଖତ ଜାଲିଆତି ହୋଇଥିବା ଜଣାପଡିଛି, ତେବେ ସମସ୍ତ ଏମପି ସୁଧାଂଶୁ ତ୍ରିବେଦୀ, ନରହରି ଅମିନ, ସସ୍ମିତ ପାତ୍ର, ପି କନ୍ୟକ ଏବଂ ଥାମ୍ବି ଦୁରାଇ ଜାଲିଆତି ପାଇଁ ରାଘବ ଚଢାଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକରଣ କରିବାକୁ ବାଚସ୍ପତିଙ୍କୁ ଅଭିଯୋଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସହରୀକରଣରୁ ବଢ଼ୁଛି ରାତିର ତାତି

ନୂଆଦିଲ୍ଲୀ, ୨୯।୫ : ଭାରତର ୧୪୦ଟି ମୁଖ୍ୟ ସହରରେ ରାତିରେ ଗ୍ରାମାଞ୍ଚଳଠାରୁ ୬୦ ପ୍ରତିଶତ ଅଧିକ ଗରମ ଅନୁଭୂତ ହେଉଛି। ଏହାର ପ୍ରମୁଖ କାରଣ ସହରୀକରଣ...

ଆଉ ଏକ ମହାମାରୀ ନିଶ୍ଚିତ

ନୂଆଦିଲ୍ଲୀ,୨୯ା୫: ଅନ୍ୟ ଏକ ମହାମାରୀ ନିଶ୍ଚିତ ବୋଲି ବ୍ରିଟେନ୍‌ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା ସାର୍‌ ପାଟ୍ରିକ୍‌ ଭାଲାନ୍ସ ସତର୍କ କରାଇଛନ୍ତି। ସେଥିପାଇଁ ଆଗାମୀ ସରକାର...

କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ...

ରାଜକୋଟ ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା: ମୃତକଙ୍କ ମଧ୍ୟରେ ଥିଲେ ମାଲିକ

ରାଜକୋଟ,୨୮।୫: ରାଜକୋଟର ଟିଆର୍‌ପି ଗେମ୍‌ ଜୋନ୍‌ରେ ହୋଇଥିବା ଅଗ୍ନିକାଣ୍ଡ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଗେମ୍‌ ଜୋନ୍‌ର ଜଣେ ମାଲିକ ପ୍ରକାଶ ହିରେନଙ୍କର ଉକ୍ତ...

ସଭାରେ ଆଦାନୀଙ୍କ ନାଁ ନେଉ ନେଉ ମୁଣ୍ଡରେ ବୋତଲେ ପାଣି ଢାଳିଦେଲେ ରାହୁଲ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୮।୫: ଶେଷ ପର୍ଯ୍ୟାୟରେ ନିର୍ବାଚନ। ନିର୍ବାଚନ ସରି ସରି ଆସୁଥିବାବେଳେ ସେତିକି ରୋଚକ ହେଉଛି। ଦେଶରେ ଗ୍ରୀଷ୍ମ ଲହରୀ ପାରା ଛୁଇଁଥିବାବେଳେ ଏହି ଲୋକ ସଭା...

ସମୁଦ୍ର ଭିତରେ ୪୮ ଘଣ୍ଟା ପାଇଁ ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ,୨୮।୫,ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ମୋଦି। ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ଏବେ ଶେଷ ପର୍ଯ୍ୟାୟରେ। ମେ ୩୦ରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ...

ଜୁନ୍‌ ୪ ପରେ ଏନ୍‌ଡିଏ ଛାଡ଼ି ‘ଇଣ୍ଡିଆ’ ମେଣ୍ଟରେ ମିଶିବେ କି ନୀତୀଶ? ତେଜସ୍ବୀଙ୍କ ବୟାନ ପରେ ରାଜନୈତିକ ହଲଚଲ ବଢ଼ିଲା…

ପାଟନା,୨୮।୫: ବିହାର ରାଜନୀତିରେ ପୁଣି ରାଜନୈତିକ ହଲଚଲ ଆଶଙ୍କା ବୃଦ୍ଧି ପାଇଛି। ଗତ କିଛି ବର୍ଷ ମଧ୍ୟରେ ଏଠାରେ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ଥର...

ଥରୁର ଜଣେ ‘ଇଂରେଜ’, ସେ କେବଳ ନିର୍ବାଚନ ସମୟରେ ଭାରତ ଆସନ୍ତି: ରବି କିଶନ

ଲକ୍ଷ୍ନୌ,୨୮।୫: ଉତ୍ତରପ୍ରଦେଶର ଗୋରଖପୁରରେ ଭାଜପା ପ୍ରାର୍ଥୀ ରବି କିଶନ ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ଥରୁର ଭାଜପା ୩୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri