ଆସିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋଟ

ଭୁବନେଶ୍ୱର, ୮।୮: ଭୁବନେଶ୍ୱର ଦୀପାଳି ବାର୍‌ ଓ ହୋଟେଲରେ ରମାଦେବୀ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ମୃତ୍ୟୁକୁ ନେଇ ସସପେନ୍ସ ଜାରି ରହିଛି। ତେବେ ମଙ୍ଗଳବାର ଶୁଭଲକ୍ଷ୍ମୀଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋଟ ଆସିଛି। ଶ୍ୱାସରୁଦ୍ଧ ହୋଇ ଶୁଭଲକ୍ଷ୍ମୀଙ୍କ ଜୀବନ ଯାଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତେବେ ମୃତ୍ୟୁର କାରଣ ଜାଣିବା ପାଇଁ ଭିସେରା ଫୋରେନସିକ ଲ୍ୟାବକୁ ପଠାଯାଇଛି। ଘଟଣା ଦିନ ଶୁଭଲକ୍ଷ୍ମୀ ନିଶା ସେବନ କରିଥିଲେ କି ନାହିଁ ବିଷକ୍ରିୟା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜାଣିବାକୁ ଫୋରେନସିକ ଲ୍ୟାବକୁ ଭିସେରା ପଠାଯାଇଛି। ତେବେ ଭିସେରା ରିପୋର୍ଟ ଆସିଲେ ଶୁଭଲକ୍ଷ୍ମୀଙ୍କର ମୃତ୍ୟୁ କିପରି ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ

ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ...

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର

ବ୍ରହ୍ମପୁର,୧୪।୫: ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ ହୋଇଛନ୍ତି। ହତ୍ୟା ଉଦ୍ୟମ ମାମଲା ରୁଜୁ...

ଆସିଲା ଏଡିଆର ରିପୋର୍ଟ: ୩୪ ପ୍ରାର୍ଥୀ ମାଟ୍ରିକ ଫେଲ୍‌

ଭୁବନେଶ୍ୱର,୧୪।୫: ୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟ ନିର୍ବାଚନରେ ୮୭ ପ୍ରାର୍ଥୀଙ୍କ ନାଁରେ...

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଏତିକି ସମ୍ପତ୍ତି, ଦିଲ୍ଲୀପ ରାୟ ସବୁଠୁ ଧନୀ, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୧୪।୫: ୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟରେ ୯୫ କୋଟିପତି। ଦିଲ୍ଲୀପ ରାୟ...

ପ୍ରଥମ ପର୍ଯ୍ୟାୟରେ ଏତିକି ଲୋକ ସଭା, ବିଧାନସଭା ଆସନ ଜିତିବୁ: ଦମ୍ଭୋକ୍ତି ଦେଖାଇଲା ଭାଜପା

ଭୁବନେଶ୍ୱର,୧୪।୫: ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ପାଇଁ ମତଦାନ ସରିଛି। ତେବେ ନିର୍ବାଚନ ସରିବା ପରେ କିଏ...

ଦୁର୍ଘଟଣାରେ ଚାଲିଗଲା ଦୁଇ ପ୍ରିଜାଇଡିଂ ଅଫିସରଙ୍କ ଜୀବନ

ନୂଆପଡ଼ା/କୋରୁକୋଣ୍ଡା(ମକାରୁ ବେମାଲ/ଅଭିନାଶ ବେହେରା):୧୪।୫: ନିର୍ବାଚନ କାର୍ଯ୍ୟ ଶେଷ କରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ ଘଟିଛି। ମୃତକ...

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଏତିକି ଆସନ ଜିତିବ ବିଜେଡି: ପାଣ୍ଡିଆନ

ଭୁବନେଶ୍ୱର,୧୪।୫: ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ପାଇଁ ମତଦାନ ସରିଛି। ତେବେ ୨୮ ଆସନରୁ ବିଜେଡି ୨୪...

ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୪।୫: ଭାଜପା ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri