ମନେଲା,୯।୮: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୫.୪ ତୀବ୍ରତାରେ ମିଣ୍ଡାନାଓ ଥରି ଉଠିଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସୂଚନାନୁସାରେ ଭୂକମ୍ପ ଭୂମି ଠାରୁ ୧୦କି.ମି ଗଭୀରରେ କେନ୍ଦ୍ରୀଭୂତ ହୋଇଥିଲା।
ମନେଲା,୯।୮: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୫.୪ ତୀବ୍ରତାରେ ମିଣ୍ଡାନାଓ ଥରି ଉଠିଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସୂଚନାନୁସାରେ ଭୂକମ୍ପ ଭୂମି ଠାରୁ ୧୦କି.ମି ଗଭୀରରେ କେନ୍ଦ୍ରୀଭୂତ ହୋଇଥିଲା।
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...
ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...
ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...
ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...
