Posted inଖେଳ

ଭାରତୀୟ କୁସ୍ତି ମହାସଂଘ ନିର୍ବାଚନ ଉପରେ ରୋକ ଲଗାଇଲେ ହାଇକୋର୍ଟ, ଶନିବାର ହୋଇଥାନ୍ତା ଭୋଟିଂ

ଚଣ୍ଡିଗଡ, ୧୧। ୮: ପଞ୍ଜାବ-ହରିୟାଣା ହାଇକୋର୍ଟ ଭାରତୀୟ କୁସ୍ତି ମହାସଂଘ ନିର୍ବାଚନ ଉପରେ ରୋକ ଲଗାଇଛନ୍ତି। ଶନିବାର ଅର୍ଥାତ୍ ଅଗଷ୍ଟ ୧୨ରେ ନିର୍ବାଚନ ହେବାକୁ ଥିବା ବେଳେ ଆଗାମୀ ଆଦେଶ ପର୍ଯ୍ୟନ୍ତ ନିର୍ବାଚନ ଉପରେ ରୋକ ଲଗାଯାଇଛି। ସଂଘର ୧୫ ପଦ ଲାଗି ୩୦ ପ୍ରାର୍ଥୀ ଆବେଦନ କରିଥିଲେ।

କହିରଖୁଛୁ, ଅଧ୍ଯକ୍ଷ ପଦରେ ସଞ୍ଜୟ ସିଂହଙ୍କ ଆବେଦନକୁ ନେଇ ମାମଲା କୋର୍ଟରେ ପହଞ୍ଚିଥିଲା। ତାଙ୍କ ନାମାଙ୍କନ ବିରୋଧରେ ବଜରଙ୍ଗ ପୁନିଆଙ୍କ ସମେତ ଆନ୍ଦୋଳନ କରିଥିବା କୁସ୍ତି ଯୋଦ୍ଧାମାନେ ସ୍ବର ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri