Odisha Elections 2024

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି। ସେ ୨୧୬୮ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟ ପ୍ରତିଦ୍ୱନ୍ଦ୍ୱୀ ଗୌଦାସ ଗଣ୍ଡ ୨୦୬୦ ଓ ରାଜେନ୍ଦ୍ର ଗଣ୍ଡ ୨୦୦ ଭୋଟ ପାଇଥିଲେ। କମଲ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୧୦୮ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ପ୍ରକାଶ ଯେ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜୟୀ ହୋଇଥିବା ସମିତି ସଭ୍ୟ ବହାଲୁ ଗଣ୍ଡ ଓଡ଼ିଶା ପୋଲିସରେ ଚାକିରି ପାଇବା ପରେ ପରିଚିପରା ସମିତି ସଭ୍ୟ ଆସନ ଖାଲି ରହିଥିଲା। ଅଗଷ୍ଟ ୯ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା...

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର...

ଗୋଟିଏ ଇଆଡ଼େ, ଆଉ ଗୋଟେ ସିଆଡ଼େ

ସମ୍ବଲପୁର/ରେଙ୍ଗାଲିରୁ,୨୧ା୫ (ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସମ୍ବଲପୁର ସମେତ ୫ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀମାନେ...

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା...

ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ...

୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri