Posted inଜାତୀୟ

ରାଜଭବନ ଗେଟ୍‌ ସାମ୍ନାରେ ସନ୍ତାନ ପ୍ରସବ କଲେ ମହିଳା

ଲକ୍ଷ୍ନୌ,୧୩ା୮: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌସ୍ଥିତ ରାଜଭବନ ଗେଟ୍‌ ବାହାର ରାସ୍ତାରେ ଜଣେ ଗର୍ଭବତୀ ସନ୍ତାନ ଜନ୍ମ କରିଛନ୍ତି। ଏଥିଯୋଗୁ ରାଜ୍ୟର ସ୍ବାସ୍ଥ୍ୟସେବାକୁ ନେଇ ପ୍ରଶ୍ନ ଉଠିଛି। ଡାକ୍ତରୀ ସହାୟତାରେ ବିଳମ୍ବ ଯୋଗୁ ସାଧାରଣ ନାଗରିକ କିଭଳି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ରବିବାର ଏହା ସ୍ପଷ୍ଟ ହୋଇଛି।

ଘଟଣା ସମ୍ପର୍କରେ ଜାଣିବା ପରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏହାକୁ ଗୁରୁତର ସହ ନେଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ମହିଳା ଜଣକ ଗର୍ଭବତୀ ଥିଲେ। ଗର୍ଭ ଯନ୍ତ୍ରଣା ହେବାରୁ ତାଙ୍କୁ ରିକ୍ସାରେ ହସ୍ପିଟାଲ ନିଆଯାଉଥିବା ବେଳେ ରାଜଭବନର ୧୩ ନମ୍ବର ଗେଟ୍‌ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଏକ ସନ୍ତାନ ଜନ୍ମ ଦେଇଥିଲେ। ସେଠାରୁ ବୀରାଙ୍ଗାନ ଝଲକରି ବାଈ ମହିଳା ଓ ଶିଶୁ ହସ୍ପିଟାଲକୁ ନେବାପରେ ଶିଶୁଟି ମୃତ ବୋଲି ଡାକ୍ତର କହିଥିଲେ। ପରେ ମୃତ ଶିଶୁକୁ ଲକ୍ଷ୍ନୌର ବୈକୁଣ୍ଠ ଧାମ୍‌ରେ ସମାଧି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri