ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁଁହାମୁଁହି ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜଣେ…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ବରତିଆ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ ଶ୍ରାଦ୍ଧତ୍ସୋବ ପାଳନ ହୋଇଛି। ଏହି ଅବସରରେ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ ତାଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତି ଏବେ…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ ସେବୀ ଆଇନଜୀବୀ ପ୍ରଭାସ ଚନ୍ଦ୍ର ମିଶ୍ର…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆସନ୍ତା ୨୧ ତାରିଖରୁ…

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର ରୋହିତ ବ୍ୟାସ ସ୍ପଷ୍ଟ କରିଛନ୍ତି ଯେ ଛତିଶଗଡ଼ ଏୟାର ଟ୍ରାଫିକ କଣ୍ଟ୍ରୋଲ ପାଖରେ…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଉଦ୍ଧାରକାରୀ ଦଳ ପଠାଯାଇଛି। ରିପୋର୍ଟ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି ନିୟୋଜିତ ଅଛନ୍ତି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ ହତ୍ୟା କରାଯାଏ କିମ୍ବା ଅଦୃଶ୍ୟ କରିଦିଆଯାଏ। ତାଲିକାରେ ଆଲେକ୍ସି ନାଭାଲନି, ବୋରିସ ନେମତ୍ସୋଭ…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ ନୌସେନା ପାରସ୍ୟ ଉପସାଗରରେ କାର୍ଯ୍ୟରତ ଭାରତୀୟ ପତାକାଧାରୀ ଜାହାଜମାନଙ୍କ ପାଇଁ ଏକ ନୂତନ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ତେହରାନ,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ ହେବ ସେନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଦୁଇପକ୍ଷ…

ଡିଲ୍‌ ନ କଲେ ପାଓ୍ବାର ପ୍ଲାଣ୍ଟ ଉଡ଼ାଇଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ ଇସ୍‌ଲାମାବାଦ,୨୦ା୪ (ଏ.ପି./ରଏଟର୍ସ): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧିମାନେ ଇରାନ୍‌ ସହ ଶାନ୍ତି ଆଲୋଚନାରେ ଯୋଗଦେବା ପାଇଁ ସୋମବାର ଇସ୍‌ଲାମାବାଦ ଯିବେ। ସେମାନେ ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ ବୋଲି ଟ୍ରମ୍ପ୍‌ ଟ୍ରୁଥ୍‌ ସୋସିଆଲରେ ସୂଚନା ଦେଇଛନ୍ତି। ତେବେ ଏଥର ଯେପରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri