Odisha Elections 2024

୨୨ରେ ଭାରତ ଏନ୍‌ସିଏପିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୮: ଦିନକୁ ଦିନ ସଡକ ଦୁର୍ଘଟଣା ବିଭିନ୍ନ କାରଣରୁ ବୃଦ୍ଧି ପାଉଛି। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ୨୨ ଅଗଷ୍ଟ ୨୦୨୩ ରେ କେନ୍ଦ୍ର ସରକାରଙ୍କର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଭାରତ ନୂତନ କାର ମୂଲ୍ୟାୟନ କାର୍ଯ୍ୟକ୍ରମ ବା ଭାରତ ଏନସିଏପିର ଆନୁଷ୍ଠାନିକ ଶୁଭାରମ୍ଭ ୨୦୨୩ ଅଗଷ୍ଟ ୨୨ରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ କରିବେ ବୋଲି ଜଣାପଡଇଛି।

ବିଶେଷ କରି ଭାରତରେ ମୋଟର ଯାନର ସୁରକ୍ଷା ମାନକୁ ୩.୫ ଟନ୍‌କୁ ବୃଦ୍ଧି କରି ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଦିଗରେ ଏହି କାର୍ଯ୍ୟକ୍ରମ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି। ଉକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି, ବଜାରରେ ଉପଲବ୍ଧ ମୋଟର ଯାନର ଦୁର୍ଘଟଣା ନିରାପତ୍ତାର ତୁଳନାତ୍ମକ ଆକଳନ କରିବା ପାଇଁ କାର୍‌ ଗ୍ରାହକମାନଙ୍କୁ ଏକ ଉପକରଣ ପ୍ରଦାନ କରିବା । ସେହିଭଳି ଉକ୍ତ କାର୍ଯ୍ୟକ୍ରମ ଅଧୀନରେ କାର ର୍ନିମାତାମାନେ ସ୍ବେଚ୍ଛାକୃତ ଭାବେ ଅଟୋମୋଟିଭ୍‌ ଇଣ୍ଡଷ୍ଟ୍ରି ଷ୍ଟାଣ୍ଡାର୍ଡ (ଏଆଇଏସ୍‌) ୧୯୭ ଅନୁଯାୟୀ ପରୀକ୍ଷା କରାଯାଇଥିବା କାର୍‌ ଗ୍ରାହକଙ୍କୁ ପ୍ରଦାନ କରିପାରିବେ। ଏପରିକି ପରୀକ୍ଷଣରେ କାରର ପ୍ରଦର୍ଶନକୁ ଆଧାର କରି କାରକୁ ଆଡଲଟ ଅକ୍ୟୁପାଣ୍ଟସ୍‌ (ଏଓପି) ଏବଂ ଚାଇଲଡ ଅକ୍ୟୁପାଣ୍ଟ (ସିଓପି) ପାଇଁ ଷ୍ଟାର ରେଟିଂ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri