ପିକ୍‌ଅପ୍‌ ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ

ଝାରବନ୍ଧ,୨୧ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଜୁନିୟର କଲେଜର ଜଣେ ଛାତ୍ର ସୋମବାର ୟୁନିଟ୍‌ ଟେଷ୍ଟ ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତଛାତ୍ର ଜଣକ ହେଲେ ଝାରବନ୍ଧ ଥାନା ଅନ୍ତର୍ଗତ ଡୁଙ୍ଗୁରିଚଢ଼ା ଗ୍ରାମର ଖଗେଶ୍ୱର ମାଝିଙ୍କ ଏକମାତ୍ର ପୁଅ ରୋହିତ। ସେ ଝାରବନ୍ଧ ଜୁନିୟର କଲେଜର ଦିତୀୟ ବର୍ଷ ଛାତ୍ର ଥିଲେ l କଲେଜରୁ ପରୀକ୍ଷା ଦେଇ ସାରି ମୋଟରସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ସ୍ଥାନୀୟ ପେଟ୍ରୋଲ ପମ୍ପ୍‌ ନିକଟସ୍ଥ ବୁଲାଣିରେ ଏକ ପିକଅପ୍‌ ଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଝାରବନ୍ଧ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri