ମା ତାରିଣୀଙ୍କ ମନ୍ଦିରରେ ଅଘଟଣ

ଘଟଗାଁ, ୨୨।୮(ନରେଶ ପଟ୍ଟନାୟକ): କେନ୍ଦୁଝରର ପ୍ରସିଦ୍ଧ ମା’ ତାରିଣୀଙ୍କ ପୀଠରେ ମଙ୍ଗଳବାର ପୂଜାର୍ଚ୍ଚନା ଓ ଆଳତି ଚାଲିଥିବା ବଳେ ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲା ଗୋଲାଙ୍ଗ ଥାନା ଥାନା ଅଧୀନ ଛେଲିଆ ଗ୍ରାମର ବୋଲି ଜଣାପଡ଼ିଛି। ସେମାନେ ଏକ ବୋଲେରୋରେ ତିନି ଝିଅ, ଜ୍ୱାଇଁ ନାତି ଓ ନାତୁଣୀଙ୍କ ସହ ମିଶି ମା ତାରିଣୀଙ୍କୁ ଦର୍ଶନ କରିବାକୁ ଆସିଥିଲେ। ସକାଳେ ମନ୍ଦିରରେ ପହଞ୍ଚିଥିଲେ। ଭୋଗ ଧରି ମାଙ୍କ ମନ୍ଦିରକୁ ଯାଇଥିଲେ। ମାଙ୍କ ଆଳତି ଦର୍ଶନ କରୁଥିବା ସମୟରେ ଏହି ଅଘଟଣ ଘଟିଥିଲା। ସଙ୍ଗେସଙ୍ଗେ ତାଙ୍କ ପରିବାରର ସଦସ୍ୟ ଓ ମନ୍ଦିର କର୍ମଚାରୀଙ୍କ ସହଯୋଗରେ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଯାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri