ସଚିବଙ୍କୁ ବରଖାସ୍ତ କଲେ ପାକିସ୍ତାନ ରାଷ୍ଟ୍ରପତି

ଇସଲାମାବାଦ,୨୨।୮: ରାଜକୈତିକ ଅସ୍ଥିରତା ଏବଂ ଅର୍ଥନୈତିକ ସଙ୍କଟ ମଧ୍ୟରେ ବର୍ତ୍ତମାନ ପାକିସ୍ତାନରେ କାର୍ଯ୍ୟନିର୍ବାହୀ ସରକାର ଚାଲିଛି। ଅନୱର-ଉଲ-ହକ କକରଙ୍କୁ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ କରାଯାଇଛି। ଇତି ମଧ୍ୟରେ ମଙ୍ଗଳବାର ପାକିସ୍ତାନର ରାଷ୍ଟ୍ରପତି ଆରିଫ ଅଲଭି ଚର୍ଚ୍ଚାରେ ଆସିଛନ୍ତି। ପାକିସ୍ତାନର ରାଷ୍ଟ୍ରପତି ତାଙ୍କ ସଚିବ ୱକାର ଅହମ୍ମଦଙ୍କୁ ବରଖାସ୍ତ କରିଛନ୍ତି।

ନିକଟରେ ପାକିସ୍ତାନରେ ଆଲୋଚନା ହୋଇଥିଲା ଯେ, ରାଷ୍ଟ୍ରପତି ଆରିଫ ଅଲଭି ଦୁଇଟି ବିଧେୟକ, ଅଧିକାରୀ ଗୋପନୀୟତା (ସଂଶୋଧନ)ବିଧେୟକ, ୨୦୨୩ ଏବଂ ପାକିସ୍ତାନୀ ସେନା (ସଂଶୋଧନ) ବିଧେୟକ ୨୦୨୩ ଉପରେ ଦସ୍ତଖତ କରିଛନ୍ତି। ଏଥି ସହିତ ରାଷ୍ଟ୍ରପତି ଏହାକୁ ସମ୍ପୂର୍ଣ୍ଣ ଭାବେ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ମୁଁ ଉଭୟ ବିଧେୟକ ସହିତ ସହମତ ନୁହେଁ। ସୂଚନାନୁସାରେ, ପାକିସ୍ତାନ ପ୍ରଶାସନିକ ସେବାର ବିପିଏସ -୨୨ ଅଧିକାରୀ ହୁମେରା ଅହମ ରାଷ୍ଟ୍ରପତିଙ୍କ ସଚିବ ଭାବରେ ନିଯୁକ୍ତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri