ପ୍ରଥମ ବିଶ୍ୱଯୁଦ୍ଧରେ ଭାରତୀୟ ସୈନିକଙ୍କ ଅବଦାନ ହେବ ପ୍ରଦର୍ଶିତ, ଜାତୀୟ ସେନା ସଂଗ୍ରହାଳାୟର ନୂଆ ପଦକ୍ଷେପ

ଲଣ୍ଡନ,୨୩।୮: ଇଂଲଣ୍ଡର ଜାତୀୟ ସେନା ସଂଗ୍ରହାଳୟରେ ନୂଆ ପ୍ରଦର୍ଶନୀର ଆରମ୍ଭ ହୋଇଛି, ଯେଉଁଥିରେ ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ଭାରତୀୟ ସେନାର ଅବଦାନକୁ ଦର୍ଶାଯାଇଛି। ଜାତୀୟ ସେନା ସଂଗ୍ରହାଳୟ ଇଂଲଣ୍ଡର ଲଣ୍ଡନରେ ଅବସ୍ଥିତ। ସଂଗ୍ରହାଳୟରେ ଫଟୋଗ୍ରାଫ, ଚିତ୍ରକଳା, ଚିତ୍ର, ଡକ୍ୟୁମେଣ୍ଟ ଏବଂ ପଦକ ମାଧ୍ୟମରେ ଭାରତୀୟ ସେନାର ବୀରତ୍ୱର କାହାଣୀକୁ କୁହାଯାଇଛି।

ବିଦେଶୀ ଗଣମାଧ୍ୟମ ଅନୁଯାୟୀ, ନୂଆଦିଲ୍ଲୀରେ ୟୁନାଇଟେଡ ସର୍ଭିସ ଇନଷ୍ଟିଚ୍ୟୁଶନ ଅଫ ଇଣ୍ଡିଆ ସହ ସହଭାଗିତାରେ ନିର୍ମିତ ହୋଇଛି। ପ୍ରଦର୍ଶନୀରେ ଦର୍ଶାଯାଇଛି ଯେ, ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ପଶ୍ଚିମ ମୋର୍ଚ ଉପରେ ଏବଂ ୧୯୧୮ରେ ପାଲେଷ୍ଟାଇନ ଅଭିଯାନରେ ରୟାଲ ରିଜର୍ଭ ଭାବରେ ଭାରତୀୟ ସେନା ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ଭାରତର ପ୍ରାୟ ୧.୪ ନିୟୁତ ସୈନିକ ଏହି ଯୁଦ୍ଧରେ ଭାଗ ନେଇଥିଲେ। ମେସୋପୋଟାମିଆ କିପରି ବ୍ରିଟିଶ ଭାରତୀୟ ସେନାର ମୁଖ୍ୟ କମାଣ୍ଡ ଥିଲେ ତାହା ଉପରେ ପ୍ରଦର୍ଶନୀରେ ଜୋର ଦିଆଯାଇଛି। ଏହି ସମୟ ମଧ୍ୟରେ, ଫୋର୍ସର ତିନି ଚତୁର୍ଥାଂଶ, ଜାହାଜର ତିନି ଚତୁର୍ଥାଂଶ ଏବଂ ସମଗ୍ର ରେଳ ସାମଗ୍ରୀ ଏବଂ କର୍ମଚାରୀଙ୍କୁ ଭାରତ ପକ୍ଷରୁ ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri