ନୂଆଦିଲ୍ଲୀ, ୨୬ା୮ (ପି.ଟି.): ଓମାନଠାରେ ଚାଲିଥିବା ଏସିଆନ ଓମେନ୍ସ ୫ ଏ-ସାଇଡ୍ ହକି ପ୍ରତିଯୋଗିତାରେ ଭାରତ ଶୁକ୍ରବାର ମାଲେସିଆକୁ ୭-୨ ଗୋଲ୍ରେ ପରାସ୍ତ କରି ଏହାର ଅଭିଯାନ ଆରମ୍ଭ କରିଛି। ଭାରତ ତରଫରୁ ନବଜୋତ କୌର (୩ୟ, ୨୮ତମ ମିନିଟ୍), ଅକ୍ଷତ ଢେକାଲେ (୪ର୍ଥ), ମାରିଆନା କୁଜୁର (୧୭ତମ), ମୋନିକା ଦୀପି ଟୋପ୍ପୋ (୧୨ତମ, ୨୦ତମ) ଏବଂ ମହିମା ଚୌଧାରୀ(୨୮ତମ) ଗୋଲ୍ ସ୍କୋର କରିଥିଲେ। ମାଲେସିଆ ପକ୍ଷରୁ ଓ୍ବାନ୍ ଓ୍ବାନ୍ (୭ମ) ଓ ଅଜିଜ୍ ଜାଫିରା (୧୧ଶ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ପ୍ରତିଯୋଗିତା ବିଶ୍ୱକପ୍ ପାଇଁ କ୍ୱାଲିଫାୟର ରୂପେ ବିବେଚନା କରାଯାଉଛି। ଭାରତ ଏହାର ପରବର୍ତ୍ତୀ ଗେମ୍ ଶନିବାର ଜାପାନ ବିପକ୍ଷରେ ଖେଳିବ।
ଓମ୍ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା
ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...
୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...
ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…
ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍ପି
ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ
ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ
ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...
Archives


