ଜି -୨୦ ସମ୍ମିଳନୀରେ ସାମିଲ ହେବେ କାନାଡା ପ୍ରଧାନମନ୍ତ୍ରୀ

ଓଟାଓ୍ବା,୨୮।୮: ସେପ୍ଟେମ୍ବର ୯ଏବଂ ୧୦ରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ସମ୍ମିଳନୀରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମିଲ ହେବେ। ଏହାକୁ ଜଷ୍ଟିନ ଟ୍ରୁଡୋ ନିଶ୍ଚିତ କରିଛନ୍ତି। ପ୍ରକାଶ ଥାଉକି, ଏହି ସମୟରେ ୟୁକ୍ରେନକୁ ଜି -୨୦ ଶିଖର ସମ୍ମିଳନୀରେ ସାମିଲ ନ କରାଯିବାରୁ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ନିକଟରେ ଜଷ୍ଟିନ ଟ୍ରୁଡୋ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ମଧ୍ୟରେ ଫୋନରେ ବାର୍ତ୍ତାଳାପ ହୋଇଥିଲା, ଯାହାର ଭିଡିଓ ଭୋଲୋଡିମିର ଜେଲେନସ୍କି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରିଥି


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri