ଠାକୁରମୁଣ୍ଡା,୨୮ା୮(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଚଢ଼େଇଭୋଳ ଫାଣ୍ଡି ଅଧୀନ ମୁର୍ଗାପାଟ ଗ୍ରାମରେ ରବିବାର କାନ୍ଥ ଭାଙ୍ଗି ଜଣେ ବାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନାଣ୍ଡୁ ବନାରାଙ୍କ ପୁଅ ତୁରାମ(୧୦)। ସୂଚନା ଅନୁଯାୟୀ, ଗ୍ରାମ ନିକଟସ୍ଥ ପଡ଼ିଆରେ ପିଲାମାନେ ଫୁଟବଲ୍ ଖେଳୁଥିବା ବେଳେ ବଲ୍ଟି ନିକଟରେ ଥିବା ଏକ ଜରାଜୀର୍ଣ୍ଣ ଘରର କାନ୍ଥ ପାଖକୁ ଯାଇଥିଲା। ତୁରାମ ବଲ୍ ଆଣିବାକୁ ଯିବା ସମୟରେ କାନ୍ଥଟି ଭାଙ୍ଗି ପଡ଼ିଥିଲା। ଫଳରେ କାନ୍ଥ ତଳେ ଚାପି ହୋଇ ତୁରାମଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ଚଢ଼େଇଭୋଳ ଫାଣ୍ଡି ଅଧିକାରୀ ସାଲଖାନ ହେମ୍ବ୍ରମ ପହଞ୍ଚତ୍ ମୃତଦେହ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
Archives


