ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri