Odisha Elections 2024
Posted inଜାତୀୟ

ମୁଁ ସର୍ବଦା କହୁଛି ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି: ଚାଇନାର ମ୍ୟାପ୍‌ ବିବାଦକୁ ନେଇ କହିଲେ ରାହୁଲ

ନୂଆଦିଲ୍ଲୀ,୩୦।୮: ଚାଇନା ସୋମବାର ଆନୁଷ୍ଠାନିକ ଭାବେ ଏହାର ‘ଷ୍ଟାଣ୍ଡାର୍ଡ ମ୍ୟାପ୍‌’ ୨୦୨୩ ସଂସ୍କରଣ ଜାରି କରିଛି। ଏଥିରେ ଅରୁଣାଚଳ ପ୍ରଦେଶ ଓ ଅକ୍ସାଇକୁ ନିଜ ଭୂଖଣ୍ଡର ଅଂଶ ବୋଲି ଦାବି କରିଛି। ଯାହାକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ବର୍ତ୍ତମାନ ଏହି ପ୍ରସଙ୍ଗରେ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ମୁଁ ପୂର୍ବରୁ କହିସାରିଛି ଯେ ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି ଯେ ଲଦାଖରେ ମଧ୍ୟ ଏକ ଇଞ୍ଚ ଜମି ନେଇପାରିବେ ନାହିଁ।

ରାହୁଲ ଗାନ୍ଧୀ ବୁଧବାର ବିମାନବନ୍ଦରରେ ପହଞ୍ଚି କର୍ନାଟକ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ସମୟରେ ସେ ଗଣମାଧ୍ୟମକୁ କହିଛନ୍ତି ଯେ, ମୁଁ ବର୍ଷ ବର୍ଷ ଧରି କହୁଛି ଯେ ପ୍ରଧାନମନ୍ତ୍ରୀ ଯେଉଁ କହୁଛନ୍ତି ଯେ ଲଦାଖରେ ମଧ୍ୟ ଏକ ଇଞ୍ଚ ଜମି ନେଇନାହାନ୍ତି। ଏହା ସମ୍ପୂର୍ଣ୍ଣ ମିଥ୍ୟା ଅଟେ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ନିକଟରେ ଲଦାଖରୁ ଫେରିଛି। ସେଠାରେ ସମସ୍ତେ ଜାଣନ୍ତି ଯେ ଚାଇନା ଆମ ଜମି ଅକ୍ତିଆର କରିଛି। ରାହୁଲ ଆହୁରି କହିଛନ୍ତି ଯେ, ମାନଚିତ୍ରର ସମସ୍ୟା ଗମ୍ଭୀର। ସେମାନେ ପୂର୍ବରୁ ଜମି ନେଇଛନ୍ତି। ପ୍ରଧାନମନ୍ତ୍ରୀ ଏହା ବିଷୟରେ କିଛି କହିବା ଉଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri