Posted inଜାତୀୟ

ଆମ ମେଣ୍ଟର ଶକ୍ତି ଦେଖି ଚାଇନା ମଧ୍ୟ ସୀମାରୁ ପଛକୁ ଯିବ: ସଞ୍ଜୟ ରାଉତ

ମୁମ୍ବାଇ,୩୧ା୮: ଆଜିଠାରୁ ମୁମ୍ବାଇରେ ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଅନୁଷ୍ଠିତ ହେଉଛି। ଏହାପୂର୍ବରୁ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ‘ଇଣ୍ଡିଆ’ ବୈଠକ ଏମିତି ଜାରି ରହିଲେ ମୁଦ୍ରାସ୍ଫୀତି ହ୍ରାସ ପାଇବ। ୨୦୨୪ରେ କେହି ‘ଇଣ୍ଡିଆ’ ମେଣ୍ଟକୁ ପରାସ୍ତ କରିପାରିବେ ନାହିଁ। ଏହାକୁ ହରାଇବା ଅସମ୍ଭବ। ବିରୋଧୀ ମେଣ୍ଟ ଆଗକୁ ବଢି ଆମର ଶକ୍ତି ଦେଖି ଚାଇନା ସୀମାରୁ ପଛକୁ ଫେରିବା ଆରମ୍ଭ କରିବ।
ଏହି ୨ ଦିନିଆ ସମାବେଶରେ ମେଣ୍ଟ ପାଇଁ ଏକ ସମନ୍ବୟ ସମିତି ଘୋଷଣା ସହ ଲୋଗୋ ଜାରି କରାଯିବ। ପରସ୍ପର ମଧ୍ୟରେ ଥିବା ମତଭେଦକୁ ଦୂରକରି ୨୦୨୪ ଲୋକ ସଭା ନିର୍ବାଚନ ସକାଶେ ଇଣ୍ଡିଆ ପକ୍ଷରୁ ମିଳିତ ରଣନୀତି ପ୍ରସ୍ତୁତ କରାଯିବ। ମେଣ୍ଟର ସମାନ ସର୍ବନିମ୍ନ କାର୍ଯ୍ୟସୂଚୀ ଚିଠା ପ୍ରସ୍ତୁତ, ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି ମିଳିତ ଯୋଜନା ଏବଂ ଆସନ ଭାଗବଣ୍ଟା କରିବା ପାଇଁ କେତୋଟି କମିଟି ମଧ୍ୟ ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri