ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା ଫଳରେ ସେଥିରେ ନିଆଁ ଲାଗିଯାଇଥିଲା। ଏହି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ,…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ ତୈଳ ବ୍ୟାରେଲ ୧୨୦ ଟପିଲେ, ପେଟ୍ରୋଲ-ଡିଜେଲ…

ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍‌

ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ ସୀମା ପାର କରିବାକୁ ଚିନ୍ତା କରୁଛନ୍ତି,…

ଇଣ୍ଡକ୍ସନ କୁକଟପ୍‌କୁ ନେଇ ବଡ଼ ଘୋଷଣା କରିବେ ସରକାର, ସିଲିଣ୍ଡର ବ୍ୟବହାରକାରୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୪: ପଶ୍ଚିମ ଏସିଆର ସଙ୍କଟ ମଧ୍ୟରେ ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ଏବଂ ମୂଲ୍ୟ ବୃଦ୍ଧିର ମୁକାବିଲା କରିବା ପାଇଁ ସରକାର ଇଣ୍ଡକ୍ସନ କୁକଟପ ପାଇଁ ଗୁରୁତ୍ୱପୂର୍ଣ୍ଣ ଉପାଦାନଗୁଡ଼ିକ ଉପରେ କଷ୍ଟମ ଡ୍ୟୁଟି ହ୍ରାସ…

୨୫ରୁ ଝଡ଼ବର୍ଷା ଆଲର୍ଟ, IMD କହିଲା ବଢିପାରେ ପବନର ବେଗ!

ନୂଆଦିଲ୍ଲୀ,୨୨।୪: ଉତ୍ତର-ପଶ୍ଚିମ ଭାରତରେ ପ୍ରବଳ ଗରମ ଆରମ୍ଭ ହୋଇଥିବାବେଳେ, ଉତ୍ତର-ପୂର୍ୱ ଭାରତରେ ପ୍ରବଳ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗ ଏପର୍ଯ୍ୟନ୍ତ ୧୩ଟି ରାଜ୍ୟ ପାଇଁ ବର୍ଷା ସତର୍କତା ଜାରି କରିଛି। ଏହି…

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା ରାଜସ୍ଥାନ ଲାଗି ସପ୍ତମ ମ୍ୟାଚ୍‌ରେ ପଞ୍ଚମ ବିଜୟ। ଏଥିସହିତ ଦଳ ୧୦ ପଏଣ୍ଟ…

ଭାରତୀୟ ଜାହାଜ ଉପରେ ଭୟଙ୍କର ଆକ୍ରମଣ, ହର୍ମୁଜରେ ୨ଟା ଜାହାଜକୁ ହାଇଜ୍ୟାକ୍‌ କଲେ…

ନୂଆଦିଲ୍ଲୀ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାର କିଛି ଘଣ୍ଟା ପରେ, ଇରାନର ରିଭୋଲ୍ୟୁସନାରୀ ଗାର୍ଡ (IRGC) ବୁଧବାର ଦୁଇଟି ଜାହାଜ ଉପରେ ଆକ୍ରମଣ କରି ଜବତ କରିଛି। ଏହି ଜାହାଜଗୁଡ଼ିକ ମଧ୍ୟରୁ ଗୋଟିଏ ଜାହାଜ…

ପରମାଣୁର କୋଡ ମାଗିଲେ ଟ୍ରମ୍ପ, ଯୁଦ୍ଧ ବିରତି ଭିତରେ ଭୟଙ୍କର ଖବର…

ତେହରାନ,୨୨।୪: ଇରାନ ସହିତ ବିବାଦ ମଧ୍ୟରେ, ପୂର୍ୱତନ CIA ଅଧିକାରୀ ଲାରି ଜନସନ ଏକ ପ୍ରମୁଖ ଦାବି କରିଛନ୍ତି। ଜନସନଙ୍କ ଅନୁସାରେ, ହୱାଇଟ ହାଉସ ସିଚୁଏସନ ରୁମରେ ଏକ ବୈଠକ ସମୟରେ, ଟ୍ରମ୍ପ ପରମାଣୁ କୋଡ୍ସଗୁଡ଼ିକ ପାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ…

ମମତାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ସମାଲୋଚନା, ଗଣତନ୍ତ୍ରକୁ ବିପଦରେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ

କୋଲକାତା,୨୨ା୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ୍ ଏପ୍ରିଲ୍ ୨୩ ତାରିଖରେ ହେବାକୁ ଯାଉଛି । ଶାସକ ତୃଣମୂଳ କଂଗ୍ରେସ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନରେ ​​ବିଜୟୀ ହେବା ନେଇ ଦାବି କରୁଛନ୍ତି। ଏହାରି ଭିତରେ ନିର୍ବାଚନର…

ସରକାରଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଇଦେଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମାତ୍ର ୨୬ ଦିନରେ…

କାଠମାଣ୍ଡୁ,୨୨ା୪: ନେପାଳ ସରକାରଙ୍କୁ ବଡ଼ ଝଟ୍‌କା। ମାତ୍ର ୨୬ ଦିନ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସୁଧାନ ଗୁରୁଙ୍ଗ। ଫଳରେ ବାଲେନ ଶାହ ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କ ଆର୍ଥିକ ସମ୍ପତ୍ତି ସମ୍ପର୍କରେ ଉଠାଯାଇଥିବା କଥାକୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ ଟ୍ରମ୍ପ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ସେ କହିଛନ୍ତି ଯେ ଇରାନ ପ୍ରସ୍ତାବ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି । ଏହି ସମୟରେ, ପାକିସ୍ତାନ କୂଟନୈତିକ ମୋର୍ଚ୍ଚାରେ ସକ୍ରିୟ ଥିବା ଜଣାପଡ଼ିଛି। ସୋମବାର ଦିନ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ ଆସିଛନ୍ତି । ପପୁ ଯାଦବ କହିଛନ୍ତି ଯେ ଅଧିକାଂଶ ମହିଳା ପୁରୁଷ ନେତାଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri