କେଉଁ ଉପହାର ଦେବା ଶୁଭ…

ବାହାଘର ହେଉ କି ଜନ୍ମଦିନ ପାର୍ଟିରେ ସାଧାରଣତଃ ଉପହାର ଦେବା ନେବାର ଚଳଣି ଦେଖିବାକୁ ମିଳିଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଜିନିଷ ରହିଛି; ଯାହାକୁ ଉପହାର ସ୍ବରୂପ କାହାକୁ ଦେଲେ ଉଭୟ ଦେଉଥିବା ଓ ଗ୍ରହଣ କରୁଥିବା ଲୋକଙ୍କର ମଙ୍ଗଳ ହୋଇଥାଏ।

ଯେମିତି କି:
* ମାଟିରେ ତିଆରି ମୂର୍ତ୍ତିି ହେଉ ଅବା ଅନ୍ୟ କିଛି ଗିଫ୍ଟ ଆଇଟମ୍‌କୁ ଉପହାର ସ୍ବରୂପ ଦେବା ଶୁଭ ହୋଇଥାଏ। ଏହାଦ୍ୱାରା ବହୁତ ଦିନ ଧରି ଅଟକି ରହିଥିବା କାମ ସୁରୁଖୁରୁରେ ହେବା ସହିତ ଆୟ ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ ରହିଛି।

* ବାସ୍ତୁଶାସ୍ତ୍ର ଅନୁଯାୟୀ, ରୁପାରେ ତିଆରି ଜିନିଷକୁ ଉପହାର ଦେବା ଅଥବା ପାଇବା ଅତ୍ୟନ୍ତ ଶୁଭ ହୋଇଥାଏ। ଏହାଦ୍ୱାରା ମହାଲକ୍ଷ୍ମୀ ସନ୍ତୁଷ୍ଟ ହୋଇଥାନ୍ତି ଆଉ ଘରେ ଅଭାବ ଦେଖାଯାଇ ନ ଥାଏ ବୋଲି ମାନ୍ୟତା ରହିଛି।

* ହାତୀକୁ ସମୃଦ୍ଧି, ସାହସ ଓ ଜ୍ଞାନର ପ୍ରତୀକ ବୋଲି କୁହାଯାଇଥାଏ। ତେଣୁ ଯୋଡ଼ା ହାତୀର ମୂର୍ତ୍ତିକୁ ଗିଫ୍ଟରେ କାହାକୁ ଦେଲେ କିମ୍ବା ପାଇଲେ ସୌଭାଗ୍ୟ ପ୍ରାପ୍ତି ହୋଇଥାଏ। ଧ୍ୟାନଦେବେ ରୁପା, ପିତ୍ତଳ କିମ୍ବା କାଠରେ ତିଆରି ହାତୀ ମୂର୍ତ୍ତି ଦେଇପାରିବେ ହେଲେ ଭୁଲ୍‌ରେ ବି କାଚର ମୂର୍ତ୍ତି ଦେବେ ନାହିଁ।

* ୭ଟି ଘୋଡ଼ା ଦଉଡୁଥିବାର ଫଟୋକୁ ଗିଫ୍ଟରେ ଦେବା କିମ୍ବା ପାଇବା ମଧ୍ୟ ଶୁଭ ସୂଚନା ଦେଇଥାଏ।

* ଶ୍ରୀ ଯନ୍ତ୍ରକୁ ବାସ୍ତୁରେ ସବୁଠାରୁ ଶକ୍ତିଶାଳୀ ଯନ୍ତ୍ର ବୋଲି କୁହାଯାଇଥାଏ। ଏହି ଯନ୍ତ୍ରକୁ ଠିକ୍‌ ଭାବେ ଉପଯୋଗ କଲେ ଘରେ ସୁଖସମୃଦ୍ଧି ଆସିଥାଏ। ଶ୍ରୀ ଯନ୍ତ୍ରକୁ ପବିତ୍ର ମନରେ କାହାକୁ ଉପହାର ଦେବା ଅଥବା ଗ୍ରହଣ କରିବା ବି ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri