ଇରାକର କିରକୁକରେ ସଂଘର୍ଷ, ୩ ପ୍ରଦର୍ଶନକାରୀ ମୃତ

ବାଗଦାଦ,୩।୯: ଇରାକରେ ବଡ ଧରଣର ଜାତୀୟ ସଂଘର୍ଷ ହୋଇଛି। ଇରାକର ସହର କିରକୁକରେ କୁର୍ଦିଶ ଓ ଅରବ ନୀବାସିଙ୍କ ମଧ୍ୟରେ ହୋଇଥିବା ହିଂସାରେ ୩ ପ୍ରଦର୍ଶନକାରୀଙ୍କ ମୃତ୍ୟୁ ହୋଇଛି ଏହାସହ ଅଧିକାଂଶ ଆହତ ହୋଇଛନ୍ତି। କୁର୍ଦ୍ଦ, ଆରବ ଏବଂ ତୁର୍କମେନ ଲୋକଙ୍କ ମଧ୍ୟରେ ଏହି ଜାତିଗତ ବିବାଦ ଆରମ୍ଭ ହୋଇଥିଲା। ଏହି ହିଂସାତ୍ମକ ବିବାଦ ପରେ ଇରାକ ଉତ୍ତର ପ୍ରଦେଶର ଏକ ଜାତିଗତ ମିଶ୍ରିତ ସହର କିରକୁକରେ କର୍ଫ୍ୟୁ ଘୋଷଣା କରିଛି।
ଇରାକର ସୁରକ୍ଷା ବାହିନୀ ଏବଂ ପୋଲିସ କହିଛି ଯେ ଉତ୍ତର ଇରାକର ତୈଳ ସହର କିରକୁକରେ ଜାତିଗତ ସମୁହ ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା ସଂଘର୍ଷରେ ଶନିବାର ଦିନ ତିନିଜଣ ପ୍ରଦର୍ଶନକାରୀଙ୍କୁ ଗୁଳିମାରି ହତ୍ୟା କରାଯାଇଥିଲା ଏବଂ ୧୪ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri