ଜି-୨୦ ବୈଠକ ଯୋଗୁ ଦିଲ୍ଲୀ ଥିଏଟର ରହିବ ବନ୍ଦ, କ୍ଷତି ସହିପାରେ ଶାହାରୁଖଙ୍କ ‘ଜୱାନ’

ମୁମ୍ବାଇ: ‘ପଠାନ’ ପରେ ବଲିଉଡ ଅଭିନେତା ଶାହାରୁଖ ଖାନ ଏବେ ତାଙ୍କ ଫିଲ୍ମ ‘ଜୱାନ’ ସହିତ ଫେରୁଛନ୍ତି। ଏହି ଫିଲ୍ମକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଶାହାରୁଖ ଖାନ ମଧ୍ୟ ଏହି ଚଳଚ୍ଚିତ୍ରକୁ ବିଭିନ୍ନ ଉପାୟରେ ପ୍ରମୋଟ କରିବାରେ ବ୍ୟସ୍ତ ଅଛନ୍ତି। ଚଳଚ୍ଚିତ୍ରର ଜବରଦସ୍ତ କ୍ରେଜକୁ ଦେଖିଲେ ଏହା କୁହାଯାଇପାରେ ଯେ ‘ଜୱାନ’ ବକ୍ସ ଅଫିସରେ ରେକର୍ଡ ସଂକ୍ୟକ ଆୟ କରିବ। ଏହି ଚଳଚ୍ଚିତ୍ରଟି ଆସନ୍ତା ସେପ୍ଟେମ୍ବର ୭ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ।

ରାଜଧାନୀରେ ଜି -୨୦ ଶିଖର ସମ୍ମିଳନୀ ହେତୁ ଫିଲ୍ମର ଆୟ ଉପରେ ଏହାର ପ୍ରଭାବ ପଡିପାରେ। କୁହାଯାଉଛି ଯେ, ଦିଲ୍ଲୀର କିଛି ପ୍ରେକ୍ଷାଳୟ ଜି -୨୦ ସମୟରେ ବନ୍ଦ ହୋଇପାରେ। ଏହା ଅନୁମାନ କରାଯାଉଛି, ଶାହାରୁଖଙ୍କ ଫିଲ୍ମର ରୋଜଗାର ଉପରେ ଏହାର ସିଧାସଳଖ ପ୍ରଭାବ ପଡିବ। ରାଜଧାନୀର ଚାରୋଟି ପିଭିଆର ପ୍ରେକ୍ଷାଳୟ ସପ୍ତାହ ଶେଷରେ ବନ୍ଦ ରହିବ। କାରଣ ସେପ୍ଟେମ୍ବର ୯ ଏବଂ ୧୦ ତାରିଖରେ ଜି -୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri