କୋପେନ୍ହାଗେନ,୮ା୯: ଫିନ୍ଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ସନା ମରିନ୍ ଗୁରୁବାର ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି। ୟୁରୋପର ସର୍ବକନିଷ୍ଠ ନେତ୍ରୀ ମାନ୍ୟତା ପାଇଥିବା ୩୭ ବର୍ଷୀୟା ସନା ଲଣ୍ଡନ୍ର ଏକ ଅଣଲାଭଦାୟକ ସଙ୍ଗଠନ ଟୋନି ବ୍ଲେୟାର ଇନ୍ଷ୍ଟିଚ୍ୟୁଟ୍ ଫର୍ ଗ୍ଲୋବାଲ ଚେଞ୍ଜରେ ଉପଦେଷ୍ଟା ଭାବେ ଯୋଗଦେବା ନେଇ ଘୋଷଣା କରିଛନ୍ତି। ୨୦୧୯ରେ ସନା ୫ଟି ଦଳର ସମର୍ଥନରେ ମେଣ୍ଟ ସରକାର ଗଢ଼ିଥିଲେ। କୋଭିଡ୍-୧୯ ମୁକାବିଲାରେ ବଳିଷ୍ଠ ଭୂମିକା ନେଇ ଏବଂ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍କୁ ସମର୍ଥନ କରି ସେ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିଲେ। ଫିନ୍ଲାଣ୍ଡକୁ୍ ନାଟୋ ସଦସ୍ୟତା ପ୍ରଦାନରେ ମଧ୍ୟ ସନାଙ୍କ ବଡ଼ ଭୂମିକା ରହିଥିଲା। ସେ ଗତ ଜୁନ୍ ୨୦ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।
Posted inHome, Home Left, ଅନ୍ତର୍ଜାତୀୟ View All
ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି
ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


