ଭୁବନେଶ୍ୱର,୯ା୯(ଅନିଲ ଦାସ): ଓଡ଼ିଶା ଭାଜପା ନେତା ଜୟନାରାୟଣ ମିଶ୍ରଙ୍କୁ ୫-ଟି ଭୂତ ଗୋଡ଼ାଉଛି। ଯେଉଁଠାରେ ସେ ଏହାକୁ ଦେଖୁଛନ୍ତି ସେଠାରେ ଖାଲି ୫-ଟି ଜପ କରୁଛନ୍ତି। ସେ କିଡ୍ନୀ ଏବଂ ମାନସିକ ସମସ୍ୟାର ଚିକିତ୍ସା ପାଇଁ ଯାଇଥିଲେ। ତାଙ୍କର କିଡ୍ନୀ ଚିକିତ୍ସା ସଫଳ ହୋଇଥିବାବେଳେ ବୋଧହୁଏ ସେ ମାନସିକ ଚିକିତ୍ସାକୁ ଅଧାରେ ଛାଡ଼ି ଦେଇଛନ୍ତି। ତେଣୁ ସେ ପୁଣି ଥରେ ପାଗଳ ଭଳି କଥାବାର୍ତ୍ତା ଆରମ୍ଭ କରିଥିବା ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି କହିଛନ୍ତି।
ସେ ଗଣମାଧ୍ୟମକୁ କହିଛନ୍ତି, ଆଜିକାଲି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପାଇଁ ଜୟନାରାୟଣ ଜୋରରେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଯଦି ସୌମ୍ୟରଞ୍ଜନ କହିବେ ଯେ, ସେ ଭାଜପାରେ ଯୋଗଦେବେ ତେବେ ଜୟନାରାୟଣ ଗୁରୁତର ଅବସାଦ ଓ ଭୟାତୁର ସ୍ଥିତି ଭିତରକୁ ଠେଲି ହୋଇଯିବେ। କାରଣ ସେ ଭଲଭାବେ ଜାଣନ୍ତି, ସୌମ୍ୟ ଓଡ଼ିଶା ଭାଜପାରେ ଥିବାବେଳେ କିଭଳି ସବୁ କାର୍ଯ୍ୟ କରିଥିଲେ।
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ଅଚାନକ ଦିଲ୍ଲୀ ଟିମ୍ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
Archives


