ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ବାରଙ୍ଗ,୯।୯: ନନ୍ଦନକାନନକୁ ପ୍ରାଣୀ ଅଦଳ ବଦଳ ପ୍ରକ୍ରିୟାରେ ନୂଆ ଅତିଥି ଆସିଛନ୍ତି। ମିଜୋରାମର ଆଇଜୋଲ ପ୍ରାଣୀ ଉଦ୍ୟାନରୁ କିଛି ପଶୁପକ୍ଷୀଙ୍କୁ ଅଣାଯାଇଛି। ସେମାନେ ହେଲେ ଦୁଇଟି ହୁଲକ ଗିବନ, ଦୁଇଟି ଘୁଷୁରୀ ଲାଞ୍ଜ ବିଶିଷ୍ଟ ମକାକ ଓ ଗୋଟିଏ ହିମାଳୟାନ କଳାଭାଲୁ ଆଇଜୋଲ। ଦୁଇଟି ବାଘ ବଦଳରେ ଏମାନଙ୍କୁ ଅଣାଯାଇଛି।
ନନ୍ଦନକାନନରେ ଥିବା ପ୍ରଜାତିଙ୍କ ମଧ୍ୟରେ ଘୁଷୁରୀ ଲାଞ୍ଜ ବିଶିଷ୍ଟ ମକାକ ନୂଆ ପ୍ରଜାତି ଅଟେ। ଏହି ପ୍ରଜାତି ଆସିବା ଫଳରେ ନନ୍ଦନ କାନନରେ ମୋଟ ପ୍ରଜାତି ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି। ଏସବୁ ପ୍ରାଣୀମାନଙ୍କୁ ଏବେ ମାସକ ପାଇଁ କ୍ୱାରେଣ୍ଟିନରେ ରଖାଯିବ। ପରେ ଦର୍ଶକମାନେ ଏମାନଙ୍କୁ ଦେଖିପାରିବେ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ

ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍‌ରୁ ଜଣାପଡ଼ିଛି।...

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା...

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ...

ପ୍ରଥମ ଥର ମତଦାନକୁ ନେଇ ଉତ୍ସାହିତ ଛାତ୍ରୀ

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ଚଳିତ ନିର୍ବାଚନରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ଯୁବତୀଯୁବକ ପ୍ରଥମ ଥର ପାଇଁ ନିଜର ମତଦାନ କରିବା ପାଇଁ ଉତ୍ସାହିତ ଥିବା ଦେଖିବାକୁ ମିଳିଛି...

ପରିଚୟ ପତ୍ର ଥାଇ ବି ଭୋଟ ଦେଇପାରିଲେନି ଭୋଟର

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ପ୍ରତି ୫ ବର୍ଷକୁ ଥରେ ସାଧାରଣ ନିର୍ବାଚନ ହୋଇଥାଏ। ଏହି ମହାନ ପର୍ବରେ ସାମିଲ ହୋଇ ନିଜର ଗଣତନ୍ତ୍ର ଅଧିକାରକୁ ସାବ୍ୟସ୍ତ କରିବା...

ଓଡ଼ିଶା ପକ୍ଷରୁ ହୋଇନାହିଁ ଗାଡ଼ି ବ୍ୟବସ୍ଥା: କୋଟିଆରେ ମତଦାନ ପାଇଁ ଆସୁନାହାନ୍ତି ଗ୍ରାମବାସୀ

ପଟାଙ୍ଗି,୧୩।୫(ସରୋଜ ଧଳ):ପ୍ରଥମ ପର୍ଯ୍ୟାୟର ନିର୍ବାଚନର ମତଦାନ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଥିବାବେଳେ କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ନେରେଡି ଓ୍ବାଲ୍‌ସା ଗ୍ରାମବାସୀ...

ଧାଡିରେ ଠିଆହୋଇ ମତଦାନ କଲେ ଜିଲାପାଳ: ଚାରିଆଡୁ ପ୍ରଶଂସା

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ କୁମୁଟିଗୁଡା ଭୋଟ କେନ୍ଦ୍ରରେ ମାଲକାନଗିରି ଜିଲାପାଳ ସଚିନ ପାୱାର ଆଜି ଦୀର୍ଘ ସମୟ ଧାଡିରେ ଠିଆହୋଇ ମତଦାନ କରିଥିବା ଦେଖିବାକୁ...

କଳାହାଣ୍ଡିରେ ଚାଲିଛି ଭୋଟ୍‌ ଗ୍ରହଣ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri